ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି
ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର କିଛିମାସ ତଳେ ଆଇଏସ୍ଓ ମାନ୍ୟତା ସହ କାୟାକଳ୍ପ ପୁରସ୍କାର ପାଇଥିଲା। ମାତ୍ର ସମ୍ପ୍ରତି...
୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ
ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ ହରାଇ ପାଲଟିଛି ବାପଛେଉଣ୍ଡ। ଅନ୍ୟ କେଉଁଠି ମା’ ବାପା ଦୁଇ ଜଣଙ୍କୁ ହରାଇ...
୧୭ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ ଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ...
ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍-୧୯ ନମୁନାରେ ଭାଇରାଲ ଲୋଡ୍ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍ଏସ୍) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ...
ଅନ୍ଲକ୍ ଅଙ୍କକଷା
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍ଡାଉନ ଓ ଶଟ୍ଡାଉନ୍ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର ସମ୍ମଖୀନ ହେଉଛନ୍ତି। ଏପରି ସ୍ଥିତିରେ ଆସନ୍ତା ୧୭ ତାରିଖ ସକାଳ ୫ଟାରେ...
କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍)ର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୯ ପଇସା ବଢ଼ିଥିବା...
ବେଦାନ୍ତର ଅସୁରକ୍ଷିତ ଖଣି
ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର ୨୦ ମିଟର ଦୂରରେ ଥିବା ୭୮ ମିଟର ଉଚ୍ଚତାର ଏକ ଡମ୍ପ ମୃତ୍ୟୁର...
ପୁରୁଣା ଚେର
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା। ସେଠାରେ ୩୦ଟି ନାମୀ କମ୍ପାନୀର ୩୯୨ ପ୍ରକାର ଏଲୋପାଥି ଓ ଆୟୁର୍ବେଦିକ ଔଷଧ...
ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା
ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି। କରୋନା ସଂକ୍ରମିତଙ୍କ ପାଇଁ ଯୋଗାଇ ଦିଆଯାଉଥିବା ଫାଭିପିରାଭିର ଟାବ୍ଲେଟ(ଫାବିମାକ୍ସ-୪୦୦), ଭିଟାମିନ-ସି, ଆଜିଥ୍ରୋମାଇସିନ୍ ଭଳି...
ମରୁଡ଼ି ହଟାଇପାରିନି ମାନଜୋର
ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ ମାଧ୍ୟମରେ କଡ଼ା ବାର୍ତ୍ତା ଦେଇଥିଲେ ରାଜ୍ୟ ସରକାରଙ୍କୁ। ଏହାପରେ ଚଳଚଞ୍ଚଳ ହୋଇଥିଲା ଜଳସମ୍ପଦ...