ଧରାପଡ଼ିଲା ସେକ୍ସ ର଼୍ୟାକେଟ୍ କିଙ୍ଗ୍ପିନ
କେନ୍ଦୁଝର,୧୩ା୬: ଗ୍ରାହକଙ୍କୁ ଭିନ୍ନ ଭିନ୍ନ ଦରରେ ଯୋଗାଇ ଦେଉଥିଲା ମନ ପସନ୍ଦର ଝିଅ। ଏଭଳି ଦୀର୍ଘ ବର୍ଷ ଧରି ଗମ୍ଭାରିଆଠାରେ ଭଡ଼ାଘରେ ଦେହ ବ୍ୟବସାୟ ଚଲାଇଥିଲା ଅଶ୍ୱିନୀ ନାୟକ ନାମକ ଜଣେ ଯୁବକ। ଜଣେ ୧୩ ବର୍ଷର ନାବାଳିକାର ଅଭିଯୋଗ...
ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ
ଏମ୍ଭି ୭୯,୧୩ା୬: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କାଣ୍ଡକାପାରା ପୋଲିସ ନିକଟରେ ଶନିବାର ଅପରାହ୍ନରେ ଏକ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ କୋରସା ଲାଚୁ(୩୨) ଓ ତାଙ୍କ ସ୍ତ୍ରୀ କୋରସା ଅନିତା(୨୯)। ଉଭୟେ ମାଓବାଦୀଙ୍କ ବିଜାପୁର ଜିଲା ଗଙ୍ଗାଲୁର...
ପଦ୍ମଫୁଲ ତୋଳିବା ହେଲା କାଳ
ଝାରସୁଗୁଡ଼ା ଅଫିସ୍,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଚାରପାଲି ନୂଆଗାଁର ଯୁଧିଷ୍ଟିର ରୋହିଦାସ(୪୮)। ଏନେଇ ତାଙ୍କ...
କଟକରୁ ଲମ୍ବିଛି ନକଲି ଔଷଧର ଚେର
ଝାରସୁଗୁଡା ଅଫିସ୍,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍ ହେଲ୍ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା ଜିଲା ଭେଷଜ ନୀରିକ୍ଷଣ ବିଭାଗ ଓ ପୋଲିସର ମିଳିତ ଉଦ୍ୟମରେ ଜିଲାର ବିଭିନ୍ନ...
ବୋମାମାଡ଼ କରି ବିଜେଡି ନେତା ଗିରଫ
ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ରବିବାର ଜଣେ ବିଜେଡି ନେତାଙ୍କୁ ଗିରଫ କରି କୋର୍ଟ ଚାଲାଣ...
ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ
ଭୁବନେଶ୍ୱର,୧୩।୬: ରାଜ୍ୟରେ ହେଉଥିବା ନକଲି ଔଷଧ କାରବାରରେ ଯେଉଁମାନେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ରବିବାର ଏଭଳି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଅଭିଯୋଗ ପରେ ନିର୍ଦ୍ଧିଷ୍ଟ ଦୋକାନ...
୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡ଼ିକ ମଧ୍ୟରେ ୮ଟି ଜିଲାରେ ପ୍ରବଳରୁ ଅତି...
୪ବର୍ଷର ପ୍ରତିଭା ସାଇସାଗର
ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ ପୁଅ ସାଇସାଗର। ବୟସ ୪ବର୍ଷ। ଗଁା ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠ ପଢୁଥିବା ସାଇ...
ଆଇୟୁସିଏନ୍ ପୋର୍ଟାଲ୍ରେ ‘ପୃଥିବୀ ମନ୍ଥନ’
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍ର ପୋର୍ଟାଲ୍ରେ ଅରୋମିରା ଏଣ୍ଟରଟେନ୍ମେଣ୍ଟର ଭାଇରାଲ୍ ମ୍ୟୁଜିକ୍ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା ଉପରେ ପର୍ଯ୍ୟବସିତ ଏହି ମ୍ୟୁଜିକ୍ ଭିଡିଓର ଗୀତ ଗାଇଛନ୍ତି ଗାୟିକା ସୁସ୍ମିତା ଦାସ।...
ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ
ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା ହେଉଛି ଖାଦ୍ୟ ପ୍ରକ୍ରିୟାକରଣ, ସପୁରି ଚାଷ, ଏମ୍ବ୍ରଡରୀ, ପଥର ଖୋଦେଇ, ପାନିଆ ତିଆରି...