ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି ମୁଦ୍ରା ଏବଂ ୨୦ ନୋଟ୍ ସଂଗ୍ରହ କରି ସେ ରେକର୍ଡ ସୃଷ୍ଟି କରିଥିଲେ।...
ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ବୁଧବାର ସମସ୍ତ...
ବିଧାୟକ ପାଣ୍ଠି ସଂଶୋଧନ କର
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ)କୁ କୋଭିଡ୍ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍ଲାଇନରେ ଆବଶ୍ୟକ ସଂଶୋଧନ କରିବାକୁ ଭାଜପା ବିଧାୟକମାନେ ଦାବି କରିଛନ୍ତି। କେବଳ ମାସ୍କ ପାଇଁ ନୁହେଁ ବରଂ...
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍ମୋ ମେଶିନ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ ବହୁ ରୋଗୀ ଚିକିତ୍ସା ପାଇଁ ଅନ୍ୟ ରାଜ୍ୟକୁ ସ୍ଥାନାନ୍ତର ହେଉଛନ୍ତି। ତେଣୁ ଆବଶ୍ୟକତାକୁ...
କୋଭିଡ୍ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା। କରୋନା ମହାମାରୀରେ ସଂକ୍ରମିତ ହୋଇ ଲକ୍ଷ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡୁଛନ୍ତି। ଅର୍ଥନୈତିକ...
ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ନାହିଁ। କରୋନା ଯୋଗୁ ଘରେ ରହି ପୂଜାର୍ଚ୍ଚନା କରିଛନ୍ତି ମହିଳାମାନେ।...
ନଳକୂଅ ଧରାଇ ନୀରବ
ବଇଣ୍ଡା,୧୦ା୬: ବସୁଧା ଯୋଜନାରେ ପ୍ରଚୁର ଅର୍ଥ ବ୍ୟୟ ହେଉଛି। ଏକାଧିକ ପାଣି ଟାଙ୍କି ଗ୍ରାମାଞ୍ଚଳ ଆକାଶ ଛୁଉଁଛି। ଘର ଟ୍ୟାପ୍ ଖୋଲିଲେ ଲୋକଙ୍କୁ ବିଶୁଦ୍ଧ ପାଇପ୍ ପାଣି ମିଳିପାରୁଛି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୧୬ ଗ୍ରାମବାସୀ ଏଥିରୁ...
ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ ଲହର ଆସିପାରେ ବୋଲି ଆଶଙ୍କା କରି ରାଜ୍ୟ ସରକାର ଏବେଠୁ ପ୍ରସ୍ତୁତି ଆରମ୍ଭ...
୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ବାଲେଶ୍ବରରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ସହାୟତାରେ ଏକ ଅତିରିକ୍ତ ସ୍ବାସ୍ଥ୍ୟ...
ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରୀନିବାସକୁ ନନ୍ଦିନୀ ଶତପଥୀଙ୍କ ନାମରେ ନାମିତ କରିବାକୁ ଦାବି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଛାତ୍ରାବାସ ଓ ଛାତ୍ରୀନିବାସଗୁଡ଼ିକ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିଙ୍କ ନାମରେ ନାମିତ ହେବାର ଏକ ପରମ୍ପରା ଅଛି। ଏବେ ବିଶ୍ୱବିଦ୍ୟାଳୟ ପରିସରରେ ୭ଟି ଛାତ୍ରାବାସ ଓ ୭ଟି ଛାତ୍ରୀନିବାସ ଅଛି। ଛାତ୍ରାବାସଗୁଡ଼ିକ ଗୋପବନ୍ଧୁ , ମଧୁସୂଦନ, ଫକୀରମୋହନ,...