ଦୀପ୍ତେଶ ଜେଲ ଆଇଜି, ନରସିଂହଙ୍କୁ କେନ୍ଦ୍ରାଞ୍ଚଳ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୪ଜଣ ଆଇପିଏସ୍ ଓ ୨ଜଣ ଓପିଏସ୍ ଅଫିସରଙ୍କ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବାଞ୍ଚଳ ଆଇଜି ଦୀପ୍ତେଶ ପଟ୍ଟନାୟକଙ୍କୁ ଜେଲ୍ ଆଇଜି ଭାବେ ବଦଳି...
ପେଟ୍ରୋଲ ୨୫, ଡିଜେଲ ୨୮ ପଇସା ବଢ଼ିଲା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ନିୟନ୍ତ୍ରଣକୁ ଆସିପାରୁନାହିଁ। ବୁଧବାର ପେଟ୍ରୋଲ ଲିଟର ପିଛା ୨୫ ପଇସା ବଢ଼ି ୯୬.୩୦ ଟଙ୍କା ଛୁଇଁଛି। ସେହିଭଳି ଡିଜେଲ ୨୮ ପଇସା ବଢ଼ିବା ଯୋଗୁ ୯୪.୨୩ ଟଙ୍କା ରହିଛି। ସାରା ଦେଶ...
‘ବିଜୁ ଏକ୍ସପ୍ରେସ୍ ଓ୍ବେ’କୁ ୪୪୮ କୋଟି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି। କଳାହାଣ୍ଡି ଓ ନୂଆପଡ଼ା ଜିଲା ଦେଇ ଏହି ରାସ୍ତା ନିର୍ମାଣ କରାଯାଉଛି। ୧୭୪.୫...
ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୪ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୧୬୭କୁ...
ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ରାଜ୍ୟରେ ୬,୦୯୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ...
ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ
ଝାରସୁଗଡ଼ା ଅଫିସ୍,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍ ହସ୍ପିଟାଲ୍ରେ କନକତୋରା ଗ୍ରାମର ନନ୍ଦଲାଲ୍ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦ ତାରିଖରେ ମୃତ୍ୟୁ ଘଟିଥିଲା। ବୃଦ୍ଧ ନନ୍ଦଲାଲ୍ଙ୍କ ନିକଟରୁ ସୁନାଚେନ୍ ଓ ୧୦ ହଜାର...
ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ
ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି ଅଖାରେ ପୂରାଇ ଶିଶୁକନ୍ୟାକୁ ଭୁଷୁଗାଁସ୍ଥିତ ଷ୍ଟକ ୟାର୍ଡରେ କେହି ଜଣେ ଫୋପାଡ଼ି ଦେଇଥିଲେ।...
କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର
ବ୍ରହ୍ମପୁର ଅଫିସ,୯ା୬: ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଦିଗପହଣ୍ଡି ଥାନା ଅଧୀନ ବଡଡୁମ୍ବୁଳା ଗ୍ରାମର। ପୋଲିସ ତାଙ୍କୁ ବୁଧବାର କୋର୍ଟ...
ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା
ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର ଘନଶ୍ୟାମ ବାରିକଙ୍କ ଝିଅ ଟିକି ବାରିକ(୯)। ଅନ୍ୟ ଜଣେ ହେଲେ ଘଣ୍ଟେଶ୍ୱର ଗ୍ରାମର...
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ବୁଧବାର ପୋଲିସ ଜବତ କରିଛି। ଉଭୟ ଯୁବକ ଓ ଯୁବତୀ ନିକଟ ଗୌନ୍ତିଆପଡାର...