ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି
ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୋଳ, କଟକ ଏବଂ...
ବଦଳିବ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ରୂପରେଖ
ଅନୁଗୋଳ ଅଫିସ, ୬।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ନବକଳେବର ହେବ। ମଲ୍ଟି ସ୍ପେଶିଆଲିଟି ଢାଞ୍ଚାରେ ଏହାକୁ ନିର୍ମାଣ କରାଯିବ। ନୂଆ କୋଠାରେ ପୃଥକ୍ ବହିର୍ବିଭାଗ (ଓପିଡି), ଟ୍ରମା କେୟାର ସେଣ୍ଟର, ବର୍ନ ୟୁନିଟ୍ ରହିବ। ଏହାର ଟେଣ୍ଡର ପ୍ରକ୍ରିୟା ଶେଷ...
ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...
ଟେରାକୋଟା ଶିଳ୍ପୀଙ୍କୁ ଜୀବିକା ଚିନ୍ତା
ଭଦ୍ରକ ଅଫିସ, ୬।୬- କରୋନା ଯୋଗୁ ସମସ୍ତ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଛୋଟ ବଡ଼ ବ୍ୟବସାୟୀମାନେ ମୁଣ୍ଡରେ ହାତ ଦେଲେଣି। ଲକ୍ଡାଉନ ଓ ଶଟ୍ଡାଉନ କାରଣରୁ ପ୍ରାୟ ଦୁଇମାସ ଧରି ବିଭିନ୍ନ ବେପାର ବାଣିଜ୍ୟ ଉପରେ ପ୍ରଶାସନ ପକ୍ଷରୁ...
୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ
ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍ଲାଣ୍ଡ ଓ ରୁଷିଆର କିଛି ଅଞ୍ଚଳରେ ଏବଂ ଆମେରିକା, ୟୁରୋପ, ଏସିଆ ମହାଦେଶର ଅନେକ...
ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ
ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି ପିଇ ହେଉନି କି ଏଥିରେ ରାନ୍ଧିଲେ ଖାଦ୍ୟ ରୁଚୁନି। ଫଳରେ ଏହି ବ୍ଲକର...
ପାନ ଛେପ ପକାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ: ଚାଲିଗଲା ଜଣଙ୍କ ଜୀବନ
ଚାନ୍ଦବାଲି,୫।୬: ଭଦ୍ରକ ଜିଲା ବାଂଶଡ଼ା ଥାନା ଅଧୀନ ଗୋପିନାଥପୁର ପଞ୍ଚାୟତ କର୍ଡୁଆସାହି ଗଁାରେ ଶନିବାର ଛେପ ପକାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ,...
ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା
ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ ସରସରା ଗ୍ରାମର ଅନ୍ତର୍ଯ୍ୟାମୀ ସ୍ବାଇଁ (୩୨) । ଅନୈତିକ ସମ୍ପର୍କକୁ କେନ୍ଦ୍ର କରି...
୨ ନାବାଳିକାଙ୍କୁ ବଳାତ୍କାର
ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ କୋଭିଡ୍ ରିପୋର୍ଟ ପଜିଟିଭ...
ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା
ଭୁବନେଶ୍ୱର, ୫।୬ (ବ୍ୟୁରୋ): ବିଦେଶକୁ ଯାଇ ପାଠ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। କରୋନା ମହାମାରୀ ସମୟରେ ବିଦେଶ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ଅନେକ ଛାତ୍ରୀଛାତ୍ରଙ୍କ ବିଦେଶରେ ପାଠ ପଢିବା...