କୋଭିଡ୍ ଟିକା ପ୍ରସଙ୍ଗ: ନବୀନଙ୍କୁ ପିନାରାୟୀଙ୍କ ସମର୍ଥନ
ଭୁବନେଶ୍ୱର, ୫।୬(ବ୍ୟୁରୋ): କୋଭିଡ୍-୧୯ ଟିକା କ୍ରୟ କରି ରାଜ୍ୟକୁ ଯୋଗାଇବାକୁ କେନ୍ଦ୍ର ସରକାର ଉପରେ ଚାପ ସୃଷ୍ଟି କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହଯୋଗ କାମନା କରିଛନ୍ତି। ନବୀନଙ୍କ ଏହି ଉଦ୍ୟମକୁ କେରଳ ମୁଖ୍ୟମନ୍ତ୍ରୀ...
କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍, ପ୍ରଶଂସା
ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍ କଲ୍ଟିଏ ପାଇ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ କର୍ମୀ କିନ୍ନର ଚିନ୍ମୟୀ ଦାସଙ୍କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ କରିବା...
ଅନ୍ଲାଇନରେ ଆବେଦନ କରିବେ କ୍ଷତିଗ୍ରସ୍ତ ଜମାକାରୀ
ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଜମା ରାଶିର ପରିମାଣ ନିରୂପଣ ସକାଶେ ସମ୍ପୃକ୍ତ ଜମାକାରୀମାନଙ୍କଠାରୁ ଅନ୍ଲାଇନରେ ଦାବି ଦରଖାସ୍ତ ଆହ୍ବାନ କରାଯିବ। ଜମାକାରୀମାନେ ରାଜ୍ୟ ସରକାରଙ୍କ www.opid.odisha.gov.inରେ ଆବେଦନ କରିପାରିବେ। ଏଥିପାଇଁ...
ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି
କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ ମହାନଦୀକୁ ଡେଇଁ ପଡିଥିଲେ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଦମ୍ପତିଙ୍କୁ ଉଦ୍ଧାର...
ଟିକା ପ୍ରାଇସ୍ ବିଡିଂ ୯ରେ
ଭୁବନେଶ୍ୱର,୫।୬(ବ୍ୟୁରୋ): ଟିକା ପାଇଁ ଓଡ଼ିଶା ରାଜ୍ୟ ଔଷଧ ନିଗମ (ଓଏସ୍ଏମ୍ସିଏଲ) ପକ୍ଷରୁ ଡକାଯାଇଥିବା ଗ୍ଲୋବାଲ ଇ-ଟେଣ୍ଡରରେ ୨ ଜଣ ବିଡର ଅଂଶଗ୍ରହଣ କରିଛନ୍ତି। ସେମାନଙ୍କର ବିଡ୍କୁ ମୂଲ୍ୟାୟନ କରାଯାଉଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ...
ଥମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୦ ଜୀବନ
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୯୫୨କୁ...
ମନ କିଣୁଛି କିଚେନ ଗାର୍ଡେନ
କାମାକ୍ଷାନଗର, ୫।୬ ଗୁଣ୍ଠେରୁ ସାମାନ୍ୟ ଅଧିକ ଜମି। ସବୁଜ କିଆରିରେ ଭରପୂର। କେଉଁଠି ଭେଣ୍ଡି ତ ଆଉ କେଉଁଠି ଜହ୍ନି। ଗୁଆଁର, ବାଇଗଣ, ଝୁଡ଼ଙ୍ଗ, ଅମୃତଭଣ୍ଡା ସାଙ୍ଗକୁ ଭଳିକି ଭଳି ଶାଗର ସବୁଜ କିଆରିରେ ପୂରି ଉଠିଛି ପରିବେଶ। କେଉଁ...
ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି
ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଇତିମଧ୍ୟରେ ଅନୁଗୋଳ ଜିଲାରେ ଅଧିକ କୋଭିଡ୍ ହସ୍ପିଟାଲ, କରୋନା କେୟାର...
ଡଷ୍ଟବିନ୍ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା
ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ ବିକୃତ ମହିଳା ଭୋକ ବିକଳରେ ରାସ୍ତାକଡ଼ ଡଷ୍ଟବିନ୍ରୁ ଖାଦ୍ୟ ସାଉଁଟି ଖାଉଥିତ୍ବା ଦେଖିବାକୁ...
ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୫।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୭ହଜାରରୁ ଊର୍ଦ୍ଧ୍ୱ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା। ଶୁକ୍ରବାର ରାଜ୍ୟରେ ୭,୭୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର...