ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ
ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଭାଗକୁ ଅଧିତ୍କ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଗୁରୁତ୍ୱାରୋପ କରିଛନ୍ତି। ସୂଚନା...
ଚାର୍ଟାର୍ଡ ଆକାଉଣ୍ଟାଣ୍ଟରୁ ଶିକ୍ଷା ଗୁରୁ
ଭୁବନେଶ୍ୱର,୪।୬(ବ୍ୟୁରୋ): ଡ. ବିଜୟ କୁମାର ସାହୁ। ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିତ୍ୱ। ୧୯୬୩ ଜୁନ୍ ୧ରେ ଖୋର୍ଦ୍ଧା ଜିଲାରେ ଜନ୍ମଗ୍ରହଣ କରିଥିବା ବିଜୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଭାବେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। କିନ୍ତୁ ଓଡ଼ିଶାରେ ଶିକ୍ଷାର ପରିବର୍ତ୍ତନ ଥିଲା ତାଙ୍କର...
ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର
ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ ପଦକ୍ଷେପ ନିଆଯାଇ ନ ଥିଲା। ଗୁରୁବାର ଭିଡିଓ କନ୍ଫରେନ୍ସରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...
ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ
ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ ବାର୍ଷିକ ବୋନସ ମଧ୍ୟ ଦେଉଛନ୍ତି। ଏହାବ୍ୟତୀତ ଜୋତା, ଛତା, ବାହାଘର ପ୍ରୋତ୍ସାହନ ରାଶି...
ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା
ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି ଭୋଗୁଥିବା ପାନୀୟଜଳ ସମସ୍ୟାର ସମାଧାନ ହେବାକୁ ଯାଉଛି। ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୩୯ ଜୀବନ
ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୩୯ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୯୧୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୭୨୯କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୩୩୧ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୩୩୯୮ଟି...
ବଞ୍ଚାଇଦେଲା ପୋଷା କୁକୁର
ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି। ଏଭଳି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡଙ୍ଗୀ ରେଞ୍ଜ୍...
୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ୧୦ ତାରିଖ ରାତିରୁ ବାଲେଶ୍ୱର, ମୟୂରଭଞ୍ଜ,...
ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ
ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। ଗୁରୁବାର ସମ୍ପୃକ୍ତ ପ୍ରେମୀଯୁଗଳଙ୍କୁ ପୋଲିସ ଉଦ୍ଧାର କରିବା ପରେ ଥାନା...