ଡିଭାଇଡରରେ ପିଟିହେଲା କାର୍: ଏକାସାଙ୍ଗରେ ଚାଲିଗଲେ ମା’, ପୁଅ
ବ୍ରହ୍ମପୁର ଅଫିସ,୨୪।୬: ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ମା’ ପୁଅଙ୍କ ଏମ୍କେସିଜି ମେଡିକାଲରେ ଗୁରୁବାର ମୃତ୍ୟୁ ଘଟିଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶ ବିଜୟନଗରମ୍ର ପି.ଲକ୍ଷ୍ମୀ (୪୫) ଓ ତାଙ୍କ ପୁଅ ପି.ଜଗନ (୧୯)। ବ୍ରହ୍ମପୁର ବଡ ମେଡିକାଲ ଫାଣ୍ଡି ପୋଲିସ...
୩୦ ଗାଁର ପିଲାଙ୍କ ପାଠପଢାରେ ବାଧକ ସାଜିଛି ନେଟଓ୍ବର୍କ
ଲାଠୋର,୨୪।୬: ବଲାଙ୍ଗୀର ଜିଲା କରୋନା ମହାମାରୀ ଯୋଗୁଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସରକାର ଜୁନ ୨୧ତାରିଖରୁ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଅନଲାଇନରେ ପାଠପଢା ଆରମ୍ଭ କରିଛନ୍ତି। ହେଲେ ନେଟୱର୍କ ସମସ୍ୟା ମାଓବାଦୀ ପ୍ରବଣ ତୁରେକେଲା ବ୍ଳକର...
ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ
ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏଷ୍ଟିମେଟର ଭାବେ କାର୍ଯ୍ୟ କରୁଥିଲେ। ଲଣ୍ଡେଇସାହି ୟୁନିଟ୍ ୩ ସ୍ଥିତ ଭଡ଼ାଘରେ...
ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର,୨୪।୬: ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ଗୁରୁବାର ଅଦଳବଦଳ କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ବରିଷ୍ଠ ଆଇପିଏଏସ୍ ଅଧିକାରୀ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଗୃହ ବିଭାଗ ସ୍ବତନ୍ତ୍ର ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି। ସେହିପରି ଲଲିତ...
ଆହୁରି ୩ ଦିନ ବର୍ଷା
ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ସତର୍କ ସୂଚନା...
ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା
ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍ଫେଡ୍ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।...
‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୪ା୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ ଲଞ୍ଚ୍ ପ୍ୟାଡ୍ରୁ ଗୁରୁବାର ପୂର୍ବାହ୍ନ ୧୦ଟା ୪୩ ମିନିଟ୍ରେ ଦୂରଗାମୀ ସବ୍ସୋନିକ କ୍ରୁଜ ମିସାଇଲ ‘ନିର୍ଭୟ’ର ସଫଳ ପରୀକ୍ଷଣ ହୋଇଛି। ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର।...
ବିନା ଭକ୍ତରେ ଶେଷ ହେଲା ବଳଦେବଜୀଉଙ୍କ ସ୍ନାନୋତ୍ସବ
କେନ୍ଦୁଝର,୨୪।୬(ସ୍ବ.ପ୍ର): କେନ୍ଦୁଝରର ଆରାଧ୍ୟ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ପବିତ୍ର ଦେବସ୍ନାନ ଉତ୍ସବ କୋଭିଡ କଟକଣା ମଧ୍ୟରେ ଗୁରୁବାର ପାଳିତ ହୋଇଯାଇଛି। ପ୍ରଥମେ ପାରମ୍ପରିକ ରୀତିନୀତିରେ ଶ୍ରୀ ଜିଉଙ୍କୁ ପହଣ୍ଡି କରି ସ୍ନାନ ବେଦୀକୁ ନିଆଯାଇଥିଲା। ସେଠାରେ ସୁଗନ୍ଧିତ ଜଳରେ ଶ୍ରୀ...
ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଚତୁର୍ଦ୍ଧାମୂର୍ତ୍ତି ଏହି ବେଶରେ...
ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି। ଏଥିସହ ମାନବ ସମାଜର...