ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ
କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ବୁଧବାର ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ୧୪୪...
ଆସନ୍ତାକାଲି ମାଟ୍ରିକ ରେଜଲ୍ଟ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ...
ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ ମହାବାହୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ବଡ଼ ଠାକୁର ବଳଭଦ୍ରଙ୍କୁ ୩୩ ଗରା,...
ନେପାଳୀ ନାଗରିକଙ୍କୁ ଟିକାକରଣ ନିର୍ଦ୍ଦେଶ
ଭୁବନେଶ୍ୱର, ୨୪।୬ (ବ୍ୟୁରୋ): ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକାକରଣ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା...
ଅତଡ଼ା ଖସୁଛି, ଲୋକେ ଛାନିଆ
ପୁରୁଣା ଭୁବନେଶ୍ୱର,୨୪।୬(ଡି.ଏନ୍.ଏ.): ଏକାମ୍ର ଯୋଜନା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ଏହି ମେଗା ପ୍ରକଳ୍ପ କାର୍ଯ୍ୟ ବିଳମ୍ବ ହେଉଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି। ଲିଙ୍ଗରାଜ ନ୍ୟୁ ମାର୍କେଟ କମ୍ପ୍ଲେକ୍ସଠାରୁ ବିନ୍ଦୁସାଗର ଉତ୍ତର...
କୋଭିଡ୍ ସହାୟତାରୁ ୨ଶହ କୋଟି ବାଟମାରଣା
ଯାଜପୁର ଅଫିସ,୨୪।୬: ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍ଏଫ୍ଏସ୍ଏ)ରେ ୨୦୨୦ରେ ୨ ଲକ୍ଷ ଜାଲ୍ ରାଶନକାର୍ଡ ଜରିଆରେ ପ୍ରାୟ ୨୦୦ କୋଟି ଟଙ୍କାର ଖାଉଟି ସାମଗ୍ରୀ ବାଟମାରଣା ହୋଇଥିବା ଅଭିଯୋଗ ହୋଇଛି।...
କମ୍ପାନୀ ନିର୍ଦ୍ଦେଶିକାଙ୍କ ସମେତ ୩ ଗିରଫ
କଟକ ଅଫିସ, ୨୪।୬: ନକଲି କରୋନା ଔଷଧ (ଫାଭିପିରାଭିର) ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ବୁଧବାର ଓଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶିକା ଶୁଭଲକ୍ଷ୍ମୀ ଜେନା ଓ ଅନ୍ୟ ୨ଜଣ ସହଯୋଗୀଙ୍କୁ ଗିରଫ କରିଛି। ଆଇପିସି...
‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖାଦେଇପାରେ। ସମ୍ଭାବ୍ୟ ବିପର୍ଯ୍ୟୟକୁ ଦୃଷ୍ଟିରେ ରଖି ଯେକୌଣସି ପରିସ୍ଥିତିର ସାମ୍ନା...
‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’
ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ ନେବାକୁ ଯେମିତି ଆଗଭର ହେଉଛନ୍ତି, ବିଫଳତା ମୁଣ୍ଡାଇବାକୁ ବି ପ୍ରସ୍ତୁତ ରହିବା ଉଚିତ...
ଭାଜପା-ବିଜେଡିର ଟୁଇଟ୍ ଯୁଦ୍ଧ
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ ବିଭିନ୍ନ ଜିଲାରେ ଭାଜପା କର୍ମୀମାନେ ତୀବ୍ର ପ୍ରତିବାଦ କରିଥିବାବେଳେ ଉଭୟ ଦଳର ତୁଙ୍ଗ...