ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା ପୋଲିସ ଘଟଣାରେ ସମ୍ପୃକ୍ତ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ...
ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ
ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି । ବୈଠକରେ ଉପସ୍ଥିତ ହରେକୃଷ୍ଣ ବାରିକ, ସନ୍ତୋଷ ବାରିକ, ବୁଲୁ ବାରିକ, ଗୋବର୍ଦ୍ଧନ ପଶାଏତ,...
ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା
ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱର ୫୦ଟି ପ୍ରମୁଖ ସହର ମଧ୍ୟରେ ରାଉରକେଲା ସ୍ଥାନ ପାଇଛି।...
ଗଛରେ ପିଟିହେଲା ପୋଲିସ ଭ୍ୟାନ୍
ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଛି। ଘଟଣାସ୍ଥଳରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଗାଡ଼ିରେ ଥିବା...
ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର
ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ ବସିଥିବା ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ...
ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…
ସୁନ୍ଦରଗଡ଼,୧୩।୬(ଡି.ଏନ୍.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ ମଧ୍ୟରୁ ରବିବାର ଏକ ଗଳିତ ମୃତଦେହ ଜବତ ହୋଇଛି। ଗତ କିଛି ଦିନ...
ସେଲ୍ଫି ନିଶା ନେଲା ୨ ଯୁବକଙ୍କ ଜୀବନ
ରାଜଗାଙ୍ଗପୁର,୬।୬: ସେଲ୍ଫି ନେବା କାଳ ହୋଇଛି। ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବ୍ଲକ ଅନ୍ତର୍ଗତ କାଂଶବାହାଲ ଡ୍ୟାମ୍ରେ ଖସିପଡ଼ି ରବିବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ଡିଏଭି ଗଳିର ସୁମନ୍ତ ଦେ(୨୫) ଏବଂ ବାସନ୍ତୀ କଲୋନୀର ପ୍ରମୋଦ...
‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’
ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ ପରିବାର ଚଳାଇବା କଷ୍ଟକର ହୋଇପଡିଛି। ରାଉରକେଲାରେ ୧୧ ଶହରୁ ଊର୍ଦ୍ଧ୍ୱ ସେଲୁନ ଦୋକାନ...
ଭିଜିଲାନ୍ସ ହାତରେ ଟିଡିସିସି ମ୍ୟାନେଜର: ୧୯ଲକ୍ଷ ଟଙ୍କା ଜବତ
ସୁନ୍ଦରଗଡ,୨।୬(ଡି.ଏନ.ଏ.): ସୁନ୍ଦରଗଡ ଟିଡିସିସି ଜିଲା ମ୍ୟାନେଜର ଜୟପ୍ରକାଶ ମହାନ୍ତି ବୁଧବାର ସକାଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କଠାରୁ ୧୯ ଲକ୍ଷ ଟଙ୍କା ଜବତ କରିଛନ୍ତି। ସେ ସକାଳୁ ନିଜ ଘରକୁ ଯିବା ପାଇଁ ସୁନ୍ଦରଗଡରୁ...