ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍ ଗାଡିକୁ ଅଟକାଇଥିଲେ। ପରେ ତୁରୁମୁଙ୍ଗା ପୋଲିସ ଜିମା ଦେଇଛନ୍ତି। ଗାଡ଼ି ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୩ ବଳଦ ଓ ୧ଗାଈକୁ ଉଦ୍ଧାର କରାଯାଇଛି। ଗାଡି ଚାଳକ ଢେଙ୍କିକୋଟ ଅଞ୍ଚର ରାଜେଶ ମୁଖୀକୁ ପୋଲିସ ଅଟକ ରଖି ପଚରା ଉଚରା ଜାରି ରଖି ଥିବା ଏସ୍ଆଇ ସୁଶାନ୍ତ ମଣୀ ମହାନ୍ତି ସୂଚନା ଦେଇଛନ୍ତି। ଗୋରୁଙ୍କୁ ଢେଙ୍କିକୋଟର ଶାନ୍ତରାପୁର ଗ୍ରାମରୁ ଚଢେଇ ଭୋଳ ଚାଲାଣ ହେଉଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା
ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା...
କାର୍ରେ ପ୍ରେସ୍ ଲେଖି ଚାଲାଣ କରୁଥିଲେ କଫ ସିରପ୍
ବରଗଡ଼ ଅଫିସ୍,୨୫।୬: ପୋଲିସକୁ ଚଖ୍ମା ଦେବା ପାଇଁ କଫ ସିରପ୍ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍/୫୯୯୮...
କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା
ଛେଣ୍ଡିପଦା,୨୧ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର...
ଦ୍ୱିତୀୟ ଲହରରେ ଗଞ୍ଜାମରୁ ୩୯ ଜଣଙ୍କ ମୁଣ୍ଡ ନେଲାଣି କରୋନା
ଛତ୍ରପୁର,୪।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୩୯ ଜଣଙ୍କ ଜୀବନ...
ଗେମ୍ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର
ବାହାନଗା,୧୯ା୬: ମୋବାଇଲରେ ଗେମ୍ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା...
ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର
ଝାରସୁଗୁଡା ଅଫିସ୍,୨୩।୬: ଝାରସୁଗୁଡା ସଦର ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ ଏଚ୍ କଂଟାପାଲି ଛକରେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଚାଳକଙ୍କ...
ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ
ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି ।...
୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍ ଜବତ, ୩ ଗିରଫ
ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ...


