ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍ ଗାଡିକୁ ଅଟକାଇଥିଲେ। ପରେ ତୁରୁମୁଙ୍ଗା ପୋଲିସ ଜିମା ଦେଇଛନ୍ତି। ଗାଡ଼ି ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୩ ବଳଦ ଓ ୧ଗାଈକୁ ଉଦ୍ଧାର କରାଯାଇଛି। ଗାଡି ଚାଳକ ଢେଙ୍କିକୋଟ ଅଞ୍ଚର ରାଜେଶ ମୁଖୀକୁ ପୋଲିସ ଅଟକ ରଖି ପଚରା ଉଚରା ଜାରି ରଖି ଥିବା ଏସ୍ଆଇ ସୁଶାନ୍ତ ମଣୀ ମହାନ୍ତି ସୂଚନା ଦେଇଛନ୍ତି। ଗୋରୁଙ୍କୁ ଢେଙ୍କିକୋଟର ଶାନ୍ତରାପୁର ଗ୍ରାମରୁ ଚଢେଇ ଭୋଳ ଚାଲାଣ ହେଉଥିବା ଜଣାପଡ଼ିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.