E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଫର୍ମୂଲା: ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ…
1:32 pmJune 19, 2021

ନୂଆଦିଲ୍ଲୀ,୧୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍‌ଇ ପକ୍ଷରୁ ଭାଲ୍ୟଏଶନ୍‌ ନେଇ ଫର୍ମୂଲା ଗୁରୁବାର ସୁପ୍ରିମ୍‌କୋର୍ଟରେ ଦାଖଲ କରାଯାଇଥିଲା। ତେବେ ଏହାକୁ ବିରୋଧ କରି ୧,୧୫୨ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତିି। କମ୍ପାର୍ଟମେଣ୍ଟ୍‌, ଦୀର୍ଘ ବର୍ଷ ଧରି ପାସ୍‌ ହେବା ଆଶାରେ ପରୀକ୍ଷା ଦେଉଥିବା ଛାତ୍ରୀଛାତ୍ର, ପତ୍ର ମାଧ୍ୟମରେ ପଢୁଥିବା ଛାତ୍ରୀଛାତ୍ର, ଡ୍ରପ୍‌ ଆଉଟ୍‌ ଏବଂ ଫ୍ରାଇଭେଟ୍‌ ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟ ଫର୍ମୂଲା ପ୍ରସ୍ତୁତି ଲାଗି ସୁପ୍ରିମ୍‌କୋର୍ଟରେ କରାଯାଇଥିବା ଆବେଦନରେ ଉଲ୍ଲେଖ କରାଯାଇଛି। ମାର୍କିଂ ଫର୍ମୂଲା ଅନୁସାରେ ଦଶମ, ଏକାଦଶ ଏବଂ ଦ୍ୱାଦଶର ସ୍କୁଲ୍‌ ପରୀକ୍ଷା ମାର୍କ ଆଧାରରେ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶିତ ହେବ। ଶିକ୍ଷାର୍ଥୀ ଦଶମରେ ରଖିଥିବା ମାର୍କର ୩୦ ପ୍ରତିଶତ, ଏକାଦଶର ୩୦ ପ୍ରତିଶତ ଏବଂ ଦ୍ୱାଦଶ ଶ୍ରେଣୀ ସ୍କୁଲ୍‌ ପରୀକ୍ଷାରେ ରଖିଥିବା ୪୦ ପ୍ରତିଶତ ମାର୍କ ଆଧାରରେ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ କରାଯିବ ବୋଲି ସିବିଏସ୍‌ଇ ପକ୍ଷରୁ ଦାଖଲ କରାଯାଇଥିବା ଫର୍ମୂଲାରେ ଉଲ୍ଲେଖ କରାଯାଇଥିଲା। ଦ୍ୱାଦଶର ପ୍ରି ବୋର୍ଡ ପରୀକ୍ଷା ଏବଂ ପ୍ରାକ୍ଟିକାଲ ପରୀକ୍ଷା ମାର୍କକୁ ଗ୍ରହଣ କରାଯିବ। ଦଶମ ବୋର୍ଡ ପରୀକ୍ଷାର ୫ଟି ବିଷୟ ମଧ୍ୟରୁ ଶ୍ରେଷ୍ଠତମ ମାର୍କ ରହିଥିବା ୩ଟି ବିଷୟକୁ ଗ୍ରହଣ କରାଯିବ ବୋଲି ସିବିଏସ୍‌ଇ ପକ୍ଷରୁ ଭାଲ୍ୟୁଏଶନ୍‌ ଫର୍ମୂଲାରେ ଦର୍ଶାଯାଇଥିଲା। ଜୁଲାଇ ୩୧ରେ ସିବିଏସ୍‌ଇ ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍‌ ପଠାଅ’

ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ...

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୪।୬: ରେପୋ ଓ ରିଭର୍ସ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ଲଗାତର ଷଷ୍ଠଥର ପାଇଁ ଏହି ନିଷ୍ପତ୍ତି ନେଇଛି ଆରବିଆଇ। ଏପ୍ରିଲ-ଜୁନ...

ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…

ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...

ଏଣିକି ଏଡ୍‌ସ ପୀଡ଼ିତଙ୍କୁ ମିଳିବ ପେନ୍‌ସନ

ଚଣ୍ଡିଗଡ଼,୧୮।୬: ଏଡ୍‌ସ ସଂକ୍ରମିତ ପାଇଁ ହରିଆଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର ପ୍ରତିମାସରେ ଏଡ୍‌ସ ପୀଡ଼ିତଙ୍କୁ ୨୨୫୦ଟଙ୍କା ଲେଖାଏ ପେନ୍‌ସନ ପ୍ରଦାନ କରିବେ...

୫୦୦ ଡୋଜ୍‌ କୋଭିଶିଲ୍ଡ୍‌ ନଷ୍ଟ ହେଲା…

ଜୟପୁର,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍‌ ଅଭାବ ଯୋଗୁ ଟିକାଦାନରେ ବାଧା ସୃଷ୍ଟି ହୋଇଛି।...

ଗପୁଗପୁ ଅନ୍ୟମନସ୍କରେ ୫ ମିନିଟ୍‌ରେ ଯୁବକଙ୍କୁ ୨ ଡୋଜ୍‌ ଟିକା ଦେଲେ ନର୍ସିଂ ଷ୍ଟାଫ୍‌…

ଲଳିତପୁର,୧୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଡୋଜ୍‌...

୩୯୦ଜଣଙ୍କୁ ନକଲି ଟିକା ଦେବା ଘଟଣାରେ ୪ଗିରଫ

ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍‌ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦୁଇ କାର୍‌ ମୁହାଁମୁହିଁ ଧକ୍କା: ମାଉସୀ-ପୁତୁରା ଆହତ, ଜଣେ ଗୁରୁତର
Next Post Next post:
୬୧ ବର୍ଷୀୟ ବ୍ୟକ୍ତିଙ୍କ ପେଟରୁ ଅଢ଼େଇ କିଲୋର ଟ୍ୟୁମର ବାହାର କଲେ ଡାକ୍ତର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts