E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ
9:47 amJune 22, 2021

ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍‌ ଉପରେ ରୋକ ଲଗାଇବାକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସ୍‌ବୁକ୍‌ ଏବଂ ହ୍ବାଟ୍ସଆପ୍‌ ସୋମବାର ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି। ଜଷ୍ଟିସ୍‌ ଅନୁପ ଜଏରାମ ଭମ୍ବାନୀ ଏବଂ ଜସ୍‌ମିତ୍‌ ସିଂଙ୍କ ଖଣ୍ଡପୀଠ ଏହି ଆବେଦନ ଉପରେ ଏକ ନିର୍ଦ୍ଦେଶ ଜାରି କରିବେ ବୋଲି କହିଛନ୍ତି। ଏହା ଏକ ଅବକାଶକାଳୀନ ଖଣ୍ଡପୀଠ ହୋଇଥିବାରୁ ଏବଂ ମୁଖ୍ୟ ପିଟିଶନ୍‌ ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ଅଧୀନରେ ବିଚାରାଧୀନ ଥିବାରୁ ମାମଲାର ଗୁଣବତ୍ତା ଜାଣିବାକୁ ଚାହିଁ ନ ଥିଲେ ବୋଲି ଶୁଣାଣିବେଳେ ହାଇକୋର୍ଟ କହିଥିଲେ। ଏହି ମାମଲା ଜୁଲାଇ ୯(ମୁଖ୍ୟ ପିଟିଶନ ପାଇଁ ମଧ୍ୟ ସମାନ ତାରିଖ ରହିଛି) ପାଇଁ ସୂଚୀବଦ୍ଧ କରାଯାଇଛି।
ପ୍ରିଭେସି ପଲିସିର ସିସିଆଇ ତଦନ୍ତ ବିରୋଧରେ ପୂର୍ବରୁ ଫେସ୍‌ବୁକ୍‌ ଓ ହ୍ବାଟ୍‌ଆପ୍‌ ପକ୍ଷରୁ ଆଗତ ଆବେଦନକୁ ଏକକ ବିଚାରପତି ଖାରଜ କରିଦେଇଥିଲେ। ତେବେ ଗତ ଜୁନ୍‌ ୪ରେ ଜାରି ହୋଇଥିବା ସିସିଆଇ ନୋଟିସ୍‌ର ଉତ୍ତର ରଖିବାକୁ ସୋମବାର ଶେଷ ଦିନ ଥିବାବେଳେ ଏହାକୁ ସ୍ଥଗିତ ରଖିବାକୁ ଉକ୍ତ ଦୁଇ ସୋସିଆଲ ପ୍ଲାଟଫର୍ମ ପକ୍ଷରୁ ସଦ୍ୟ ଆବେଦନ ହୋଇଛି। ମାମଲା ସୁପ୍ରିମକୋର୍ଟରେ ଥିବାରୁ ସିସିଆଇ ନୋଟିସ୍‌ ଜାରି କରାଯିବାର କିଛି କାରଣ ନାହିଁ ବୋଲି ଫେସ୍‌ବୁକ୍‌ ଓ ହ୍ବାଟ୍ସଆପ୍‌ ପକ୍ଷ ଓକିଲ କହିଛନ୍ତି। ଗତ ଜାନୁୟାରୀରେ ହ୍ବାଟ୍ସଆପ୍‌ର ନୂଆ ପ୍ରିଭେସି ପଲିସି ଉପରେ ବିଭିନ୍ନ ଖବରକୁ ନେଇ ସିସିଆଇ ନିଜଆଡ଼ୁ ଏହାର ତଦନ୍ତ କରିବାକୁ ସ୍ଥିର କରିଥିଲା।

 


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଅଧିକ ତାଣ୍ଡବ ରଚିବା ଆଶଙ୍କା…

ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା...

୩ ହଜାର ଜୁନିଅର ଡାକ୍ତର ଦେଲେ ଇସ୍ତଫା

ଭୋପାଳ,୪।୬: ମଧ୍ୟପ୍ରଦେଶରେ ବିଭିନ୍ନ ଦାବି ନେଇ ୬ଟି ମେଡିକାଲ କଲେଜର ଡାକ୍ତରମାନେ ହରତାଳ କରିଥିଲେ। ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ଗୁରୁବାର ରାଜ୍ୟର ୬ ଟି ସରକାରୀ...

ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର

ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା...

ଏମ୍ସରେ ୬-୧୨ବର୍ଷ ପିଲାଙ୍କ ଉପରେ ହେବ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍‌ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଲଗାତର ଭାବେ ଦୈନିକ ସଂକ୍ରମଣ ହ୍ରାସ ହେବାରେ ଲାଗିଛି। ବିଭିନ୍ନ ରାଜ୍ୟରେ କରୋନାର...

ବିଦେଶୀ ମିଡ଼ିଆକୁ ଜବାବ୍‌: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ...

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌...

୨୪କୁ ନଜର, ୨୨ ପାଇଁ ଛାନିଆ

ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା...

୧୦୦ ସ୍ବର୍ଣ୍ଣ ମୁଦ୍ରା, ଜାଗା, କାର୍‌ ନେଲା ପରେ ମଧ୍ୟ ଝିଅକୁ ମାରିଦେଲେ

ଥିରୁଭାନ୍ଥପୁରମ,୨୩।୬: ଯୌତୁକ ନିର୍ଯାତନା ଦିଆଯାଉଥିବା ଫଟୋ ପରିବାର ଲୋକଙ୍କୁ ହ୍ବାଟ୍ସଆପ କରିଥିବା ୨୪ ବର୍ଷୀୟା ମହିଳାଙ୍କ ମୃତଦେହ ସ୍ବାମୀଙ୍କ ଘରୁ ମିଳିଛି। ଆୟୁର୍ବେଦିକ ମେଡିସିନ ଛାତ୍ରୀ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦକ୍ଷିଣ କୋରିଆ ନ୍ୟୁକ୍ଲିୟର ସଂସ୍ଥା ହ୍ୟାକ୍‌
Next Post Next post:
ଆସ୍ଥାରେ ହାରିଲେ ସୁଇଡେନ ପ୍ରଧାନମନ୍ତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts