E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌
12:27 pmJune 7, 2021

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ୍‌ କେନ୍ଦ୍ରରୁ ୭ଜଣ ସଦସ୍ୟ ଆସି ପ୍ରଥମେ ରେମୁଣା ବ୍ଲକ ସାର୍ଥା ଅଞ୍ଚଳ ପରିଦର୍ଶନ କରିଛନ୍ତି । ସେମାନେ ବାତ୍ୟା ‘ୟାସ୍‌’ ପ୍ରଭାବିତ ୪ଟି ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଗସ୍ତ କରି କ୍ଷୟକ୍ଷତିର ଅନୁଧ୍ୟାନ କରିବେ। ସୋମବାର ଓ ମଙ୍ଗଳବାର ସେମାନେ ପର୍ଯ୍ୟାୟ କ୍ରମେ ଏସବୁ ଜିଲାକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। କ୍ଷୟକ୍ଷତିର ଅନୁଧ୍ୟାନ କରିବା ପରେ ରାଜ୍ୟର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All

ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...

କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା

ଛେଣ୍ଡିପଦା,୨୧ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର...

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାଦଶ...

ବାଡ଼ିରେ ଛେଳି ପଶିବାରୁ ଦମ୍ପତିଙ୍କୁ ଗଛରେ ବାନ୍ଧି ପିଟିଲେ

ଲଙ୍ଗଳେଶ୍ୱର,୨।୬: ଛେଳି ଚରାଇବାକୁ କେନ୍ଦ୍ର କରି ଦେଖାଦେଇଛି ଉତ୍ତେଜନା। ବାଡ଼ିରେ ଛେଳି ପଶିବାରୁ ଚରାଳି ଏବଂ ତାଙ୍କର ସ୍ତ୍ରୀଙ୍କୁ ଗଛରେ ବାନ୍ଧି ଗାଁ ଲୋକେ ମାଡ଼...

କିନ୍ନରଙ୍କୁ ମିଳିବ ଓଡ଼ିଶା ପୋଲିସରେ ନିଯୁକ୍ତି

ଭୁବନେଶ୍ୱର,୧୨।୬: ଓଡ଼ିଶା ପୋଲିସରେ ନିଯୁକ୍ତି ପାଇବେ କିନ୍ନର। ଏନେଇ ଡିଜିପି ଅଭୟ ଶନିବାର ସୂଚନା ଦେଇଛନ୍ତି । ୪୭୭ ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି...

ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍‌ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ...

କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କେବଳ ବାପାଙ୍କ ଏହି ସର୍ତ୍ତ ପାଇଁ ଆଜି ବି କୁଆଁରୀ ଅଛନ୍ତି ଏକତା କପୁର, ହେଲେ ପୁଅକୁ ନେଇ ଭାରି ଖୁସି
Next Post Next post:
ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts