ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ୍ କେନ୍ଦ୍ରରୁ ୭ଜଣ ସଦସ୍ୟ ଆସି ପ୍ରଥମେ ରେମୁଣା ବ୍ଲକ ସାର୍ଥା ଅଞ୍ଚଳ ପରିଦର୍ଶନ କରିଛନ୍ତି । ସେମାନେ ବାତ୍ୟା ‘ୟାସ୍’ ପ୍ରଭାବିତ ୪ଟି ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଗସ୍ତ କରି କ୍ଷୟକ୍ଷତିର ଅନୁଧ୍ୟାନ କରିବେ। ସୋମବାର ଓ ମଙ୍ଗଳବାର ସେମାନେ ପର୍ଯ୍ୟାୟ କ୍ରମେ ଏସବୁ ଜିଲାକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। କ୍ଷୟକ୍ଷତିର ଅନୁଧ୍ୟାନ କରିବା ପରେ ରାଜ୍ୟର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି।
ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍
Posted inଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All
ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର
ମହାକାଳପଡ଼ା,୧୪ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ନଦୀ ଓ ଯୋର ଆଦି ସ୍ଥାନରେ କୁମ୍ଭୀରଙ୍କ ଚଳପ୍ରଚଳ ଦେଖିବାକୁ ମିଳିଥାଏ। ବିଶେଷକରି ଉପକୂଳ ଅଞ୍ଚଳର...
ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍ କଲେ
ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍)ରେ ପଢୁଥିବା ବହୁ...
ଡବଲ ଡୋଜ୍ ଭାକ୍ସିନ ପରେ ବି ହୋଇପାରେ କରୋନା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ...
ଆନ୍ଧ୍ରକୁ ଋଷିକୂଲ୍ୟା ନଦୀରୁ ବାଲି ଚୋରା ଚାଲାଣ: ଚଢାଉରେ ୩୦ ଗାଡ଼ି ଜବତ
ଛତ୍ରପୁର,୧।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ନଦୀରୁ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ବାଲି ଚୋରା ଚାଲାଣ ହେଉଛି। ଏହି ଚୋରା ଚାଲାଣ ପ୍ରାୟ ରାତ୍ର ସମୟରେ ଚାଲୁଥିବା...
ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ
ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା...
ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି
ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ...
ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍ଡାଉନ୍; ଜାଣନ୍ତୁ ହେଲା କି ପରିବର୍ତ୍ତନ..
ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ...
ଭିଜିଲାନ୍ସ ହାତରେ ଟିଡିସିସି ମ୍ୟାନେଜର: ୧୯ଲକ୍ଷ ଟଙ୍କା ଜବତ
ସୁନ୍ଦରଗଡ,୨।୬(ଡି.ଏନ.ଏ.): ସୁନ୍ଦରଗଡ ଟିଡିସିସି ଜିଲା ମ୍ୟାନେଜର ଜୟପ୍ରକାଶ ମହାନ୍ତି ବୁଧବାର ସକାଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ ତାଙ୍କଠାରୁ ୧୯ ଲକ୍ଷ...


