ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ୍ କେନ୍ଦ୍ରରୁ ୭ଜଣ ସଦସ୍ୟ ଆସି ପ୍ରଥମେ ରେମୁଣା ବ୍ଲକ ସାର୍ଥା ଅଞ୍ଚଳ ପରିଦର୍ଶନ କରିଛନ୍ତି । ସେମାନେ ବାତ୍ୟା ‘ୟାସ୍’ ପ୍ରଭାବିତ ୪ଟି ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଗସ୍ତ କରି କ୍ଷୟକ୍ଷତିର ଅନୁଧ୍ୟାନ କରିବେ। ସୋମବାର ଓ ମଙ୍ଗଳବାର ସେମାନେ ପର୍ଯ୍ୟାୟ କ୍ରମେ ଏସବୁ ଜିଲାକୁ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। କ୍ଷୟକ୍ଷତିର ଅନୁଧ୍ୟାନ କରିବା ପରେ ରାଜ୍ୟର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.