ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା ଆଇନ (ଏନ୍ଏଫ୍ଏସ୍ଏ) ଅଧୀନରେ ତୁରନ୍ତ ରାଶନ କାର୍ଡ ଦିଆଯାଉ। ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ଗୁରୁବାର ଏଭଳି ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାର ।
ମହାମାରୀ ସଙ୍କଟ କାଳରେ ଅତ୍ୟନ୍ତ ଗରିବ ଶ୍ରେଣୀର ଲୋକମାନଙ୍କ ପାଇଁ ଖାଦ୍ୟ ଅତି ଜରୁରୀ ହୋଇଥିବା ବେଳେ ରାଶନ କାର୍ଡ ନ ଥିବାରୁ ସେମାନେ ଏଥିରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି କେତେକ ରିପୋର୍ଟ ପ୍ରକାଶ ପାଇବା ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଉପରୋକ୍ତ ନିର୍ଦ୍ଦେଶନାମା ଜାରି ହୋଇଛି। ବର୍ତ୍ତମାନ ସୁଦ୍ଧା ୧୪ ରାଜ୍ୟ ସେମାନଙ୍କ କୋଟା ପୂରଣ କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.