E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ମିଲ୍‌ଖାଙ୍କ ନାମରେ ଚେୟାର
11:18 amJune 20, 2021

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ପଟିଆଲାସ୍ଥିତ ସ୍ପୋଟର୍‌ସ ୟୁନିଭର୍ସିଟିରେ ମିଲ୍‌ଖା ସିଂଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରାଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶନିବାର ଏହା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଜଣାଇବା ଲାଗି ଅମରିନ୍ଦର ରାଜ୍ୟ କ୍ରୀଡ଼ାମନ୍ତ୍ରୀ ରାଣା ଗୁର୍‌ମିତ ସିଂ ସୋଧିଙ୍କ ସହ ମିଲ୍‌ଖାଙ୍କ ପୁଅ ଜିଭ୍‌ ଓ ପରିବାରର ଅନ୍ୟ ସଦସ୍ୟମାନଙ୍କୁ ଭେଟିଥିଲେ। ମିଲ୍‌ଖା ଯେତେବେଳେ ପ୍ରଥମ ଭାରତୀୟ ଆଥ୍‌ଲେଟ ଭାବେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ବ୍ୟକ୍ତିଗତ ସ୍ବର୍ଣ୍ଣ ପଦକ ଜିତିଥିଲେ ସେତେବେଳେ ତାଙ୍କ ଅନୁରୋଧ କ୍ରମେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏକ ଜାତୀୟ ଛୁଟିଦିବସ ଘୋଷଣା କରିଥିଲେ। ମିଲ୍‌ଖାଙ୍କ ବାସଭବନକୁ ଯିବାବେଳେ ସାଥିରେ ନେହେରୁଙ୍କ ସହ ଏହି ସ୍ପ୍ରିଣ୍ଟରଙ୍କ ରହିଥିବା ଏକ ଫଟୋଚିତ୍ରକୁ ସେ ନେଇଥିଲେ। ୧୯୬୦ରେ ନେହେରୁ ଯେତେବେଳେ ଜାତୀୟ ଛୁଟିଦିବସ ଘୋଷଣା କରିଥିଲେ, ସେତେବେଳେ ଏହି ଫଟୋ ଉତ୍ତୋଳନ ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫାଇନାଲ୍‌ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଝଟ୍‌କା

ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପୂର୍ବରୁ ନ୍ୟୁଜିଲାଣ୍ଡର ଦଳ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଖେଳୁଛି। ପ୍ରଥମ ଟେଷ୍ଟ ଡ୍ର ଥିଲା ଏବଂ ଦ୍ୱିତୀୟ...

ଟୋକିଓ ଅଲିମ୍ପିକ୍ସ: ଛୁଟି ନେଲେ କ୍ଳାନ୍ତ ଟୋକିଓ ଗଭର୍ନର

ଟୋକିଓ,୨୪।୬: ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଠିକ୍‌ ମାସେ ରହିଥିବା ବେଳେ ଟୋକିଓ ଗଭର୍ନର ୟୁରିକୋ କୋଇକେ ଛୁଟି ନେଇଛନ୍ତି। ଅତ୍ୟଧିକ ମାତ୍ରାରେ କ୍ଲାନ୍ତ ହୋଇଥିବାରୁ...

୨୪୯ ରନ୍‌ରେ ଅଟକିଲା ନ୍ୟୁଜିଲାଣ୍ଡ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଇନିଂସରେ ନ୍ୟୁଜିଲାଣ୍ଡ ୩୨ ରନ୍‌ର ଅଗ୍ରଣୀ ହାସଲ କରିଛି। ଏହା ପଛରେ ହାତ ଥିଲା...

ଅଲିମ୍ପିକ ପ୍ରସ୍ତୁତି ପାଇଁ ବିସିସିଆଇ ଦେବ ୧୦ କୋଟି

ନୂଆଦିଲ୍ଲୀ, ୨୧ା୬(ପି.ଟି.)-ଅଲିମ୍ପିକ୍ସରେ ଭାଗନେବାକୁ ଥିବା ଭାରତୀୟ ଆଥ୍‌ଲେଟମାନଙ୍କ ଟ୍ରେନିଂ ଓ ପ୍ରସ୍ତୁତି ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୦ କୋଟି ଟଙ୍କା ସହାୟତା...

ଲାଲରୁଥରାଙ୍କ ସହ ଚୁକ୍ତିକଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ୮ମ ସଂସ୍କରଣ ପୂର୍ବରୁ ୨୬ ବର୍ଷୀୟ ଭାରତୀୟ ଡିଫେଣ୍ଡର ଲାଲରୁଥରାଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫ୍‌ସି। ଭୁବନେଶ୍ୱରଭିତ୍ତିକ...

କ୍ରିକେଟର ‘ବଲ ଅଫ ଦି ସେଞ୍ଚୁରୀ’: ଜାଣନ୍ତୁ କେଉଁ ବୋଲର୍‌ ପକାଇଥିଲେ

ଅଷ୍ଟ୍ରେଲିଆର ମହାନ ଲେଗ ସ୍ପିନର ସଚିନ ୱାର୍ନ ୧୪ ବର୍ଷ ପୂର୍ବେ ତାଙ୍କର ଶେଷ ଟେଷ୍ଟ ଖେଳିଥିଲେ। କିନ୍ତୁ ଆଜି ମଧ୍ୟ ତାଙ୍କର ‘ବଲ ଅଫ...

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

ୟୁରୋ କପ୍‌ ଫୁଟ୍‌ବଲ: ସ୍ଲୋଭାକିଆର ବିଜୟ ଅଭିଯାନ

ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍‌ ଫୁଟ୍‌ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍ଲୋଭାକିଆ ୨-୧...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଟିକା ନେବା ସତ୍ତ୍ୱେ ସଂକ୍ରମଣ: କାରଣ ଖୋଜିବ ୮ଜଣିଆ କମିଟି
Next Post Next post:
ଦେବାଶିଷଙ୍କୁ ଝୁରୁଛି ଜନ୍ମମାଟି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts