ଚଣ୍ଡିଗଡ଼, ୨୦ା୬ (ପି.ଟି.)-ପଟିଆଲାସ୍ଥିତ ସ୍ପୋଟର୍ସ ୟୁନିଭର୍ସିଟିରେ ମିଲ୍ଖା ସିଂଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରାଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶନିବାର ଏହା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଜଣାଇବା ଲାଗି ଅମରିନ୍ଦର ରାଜ୍ୟ କ୍ରୀଡ଼ାମନ୍ତ୍ରୀ ରାଣା ଗୁର୍ମିତ ସିଂ ସୋଧିଙ୍କ ସହ ମିଲ୍ଖାଙ୍କ ପୁଅ ଜିଭ୍ ଓ ପରିବାରର ଅନ୍ୟ ସଦସ୍ୟମାନଙ୍କୁ ଭେଟିଥିଲେ। ମିଲ୍ଖା ଯେତେବେଳେ ପ୍ରଥମ ଭାରତୀୟ ଆଥ୍ଲେଟ ଭାବେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ବ୍ୟକ୍ତିଗତ ସ୍ବର୍ଣ୍ଣ ପଦକ ଜିତିଥିଲେ ସେତେବେଳେ ତାଙ୍କ ଅନୁରୋଧ କ୍ରମେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏକ ଜାତୀୟ ଛୁଟିଦିବସ ଘୋଷଣା କରିଥିଲେ। ମିଲ୍ଖାଙ୍କ ବାସଭବନକୁ ଯିବାବେଳେ ସାଥିରେ ନେହେରୁଙ୍କ ସହ ଏହି ସ୍ପ୍ରିଣ୍ଟରଙ୍କ ରହିଥିବା ଏକ ଫଟୋଚିତ୍ରକୁ ସେ ନେଇଥିଲେ। ୧୯୬୦ରେ ନେହେରୁ ଯେତେବେଳେ ଜାତୀୟ ଛୁଟିଦିବସ ଘୋଷଣା କରିଥିଲେ, ସେତେବେଳେ ଏହି ଫଟୋ ଉତ୍ତୋଳନ ହୋଇଥିଲା।
ଚେସ୍ ବିଶ୍ୱକପ୍ ପାଇଁ ଗୁଜରାଠୀଙ୍କୁ ଯୋଗ୍ୟତା
ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍ ବିଶ୍ୱକପ୍ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ...
ଭେନିଜୁଏଲା- ଇକ୍ୱେଡର ମ୍ୟାଚ୍ ଡ୍ର
ରିଓ ଡି ଜେନିରୋ,୨୨।୬: କୋପା ଆମେରିକାରେ ସୋମବାର ଗୁପ୍ ବି’ରେ ଖେଳାଯାଇଥିବା ଅନ୍ୟଏକ ମ୍ୟାଚରେ ଭେନିଜୁଏଲା ଓ ଇକ୍ୱେଡର ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି...
ଫିଫା ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ: ଅଷ୍ଟ୍ରେଲିଆ, ଜାପାନ, ଚାଇନା ବିଜୟୀ
ସିଓଲ,୧୭।୬: ୨୦୨୨ ଫିଫା ବିଶ୍ୱକପ୍ର ତୃତୀୟ ରାଉଣ୍ଡ କ୍ୱାଲିଫାଇଂରେ ଚାଇନା କର ବା ମର ସ୍ଥିତିର ସମ୍ମୁଖୀନ ହୋଇଥିଲା। ତେବେ ଚାଇନା ୩-୧ ଗୋଲରେ ସିରିଆକୁ...
ଧୋନୀଙ୍କ ଦଳର ଥିଲେ ଅଭିନ୍ନ ଅଙ୍ଗ, ମାତ୍ର ଏବେ ସୁଯୋଗ ନ ମିଳିବାରୁ ଦୁଃଖିତ
ମୁମ୍ବାଇ,୬।୬ : ଗତ ୧୨ରୁ ୧୫ ମାସ ହେଲା ଜାତୀୟ ଦଳରେ ସ୍ଥାନ ପାଉ ନାହାନ୍ତି ସ୍ପିନର କୁଲଦୀପ ଯାଦବ। ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ...
କୋପା ଆମେରିକା ଫୁଟବଲ: ବ୍ରାଜିଲ ଜିତିଲା ଉଦ୍ଘାଟନୀ ମ୍ୟାଚ
ସାଓ ପାଓଲୋ, ୧୫।୬(ଏପି)-କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟର ୪୭ତମ ସଂସ୍କରଣ ଉଦ୍ଘାଟିତ ହୋଇଛି। ଉଦ୍ଘାଟନୀ ମ୍ୟାଚରେ ଆୟୋଜକ ବ୍ରାଜିଲ ୩-୦ ଗୋଲରେ ଭେନିଜୁଏଲାକୁ ହରାଇ...
ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର
ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍ ପୂର୍ବରୁ...
ଉଗାଣ୍ଡା ଅଲିମ୍ପିକ ଟିମ୍ର ଜଣେ ସଦସ୍ୟଙ୍କୁ କରୋନା
ଟୋକିଓ, ୨୧ା୬ (ଏପି)-ଉଗାଣ୍ଡା ଅଲିମ୍ପିକ ଟିମ୍ରେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଉ ୫ସପ୍ତାହ ପରେ ଟୋକିଓ ଗେମ୍ସ ଆରମ୍ଭ ହେବ। ଏଥିରେ ଭାଗ...
୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍ ହେଲେ ଆଶ୍ଚର୍ଯ୍ୟ
ଭାରତରେ କ୍ରିକେଟ୍ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ...


