E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ରାଜସ୍ଥାନ ଅଧିନାୟକଙ୍କ ଭବିଷ୍ୟବାଣୀ ହେଲା ସତ! ଭାରତୀୟ କ୍ରିକେଟ ଟିମ୍‌ରେ ଚୟନକୁ ନେଇ ଏଭଳି…
4:35 pmJune 12, 2021

ନୂଆଦିଲ୍ଲୀ,୧୨।୬: ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଭାରତୀୟ ଟିିମ୍‌ର ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ମିଳିଛି। ସେମାନଙ୍କ ମଧ୍ୟରୁ ଦ୍ରୁତ ବୋଲର ଚେତନ ସାକାରିଆ ଜଣେ। ଆଇପିଏଲ୍‌ ୨୦୨୧ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ସେ ଉଲ୍ଲେଖନୀୟ ବୋଲିଂ କରି ଚୟନକର୍ତ୍ତାଙ୍କ ଧ୍ୟାନ ଆକର୍ଷିତ କରି ବାରେ ସଫଳ ହୋଇଛନ୍ତି। ଏବେ ସେ ପ୍ରଥମ ଥର ପାଇଁ ଭାରତୀୟ ଟିମ୍‌ ଲାଗି ଚୟନ ହେବାକୁ ନେଇ ଏକ ରହସ୍ୟ ଉପରୁ ପରଦା ଉଠାଇଛନ୍ତି। ଆଇପିଏଲ୍‌ ସମୟରେ ରାଜସ୍ଥାନର ଅଧିନାୟକ ସଞ୍ଜୁ ସାମସନ ତାଙ୍କ ଦଳରେ ଚୟନ ହେବା ନେଇ ଭବିଷ୍ୟବାଣୀ କରିଥିଲେ ବୋଲି ସେ କହିଛନ୍ତି।

ଏକ ସାକ୍ଷାତକାରରେ ସାକାରିଆ କହିଛନ୍ତି, ସଞ୍ଜୁ ଭାଇ ଅନ୍ୟମାନଙ୍କଠାରୁ ଅଧିକ ମୋ ଉପରେ ବିଶ୍ୱାସ ଥିବା ଦର୍ଶାଉଥିଲେ। ଯେଉଁଭଳି ଭାବେ ବୋଲିଂ କରୁଛ, ଭାରତୀୟ ଟିମ୍‌ ପାଇଁ ଚୟନ ହେବାର ଦିନ ପାଖେଇ ଆସୁଛି ବୋଲି ଆଇପିଏଲ୍‌ ସମୟରେ ସେ କହିଥିଲେ। ହେଲେ ତାଙ୍କର ବିଶ୍ୱାସ ନଥିଲା। ସେ କେବଳ ଜଣେ ନେଟ୍‌ ବୋଲର୍‌ ଭାବେ ଟିମ୍‌ ସହ ଯୋଡ଼ି ହୋଇ ରହିବାକୁ ଆଶା ରଖିଥିବା ସାକାରିଆ କହିଛନ୍ତି।

ଆଇପିଏଲ୍‌ ପରେ ଲୋକେ ମୋ ବିଷୟରେ ଯେଉଁଭଳି ଭାବେ କଥା ହେଉଥିଲେ, ଅତିକମ୍‌ରେ ଭାରତୀୟ ଟିମ୍‌ ପାଇଁ ନେଟ୍‌ ବୋଲର୍‌ ହେବାର ସୁଯୋଗ ମିଳିବ ବୋଲି ଆଶା ରହିଥିଲା। ହେଲେ ଶ୍ରୀଲଙ୍କା ଗସ୍ତ ପାଇଁ ଦଳରେ ସାମିଲ କରାଯିବ ସ୍ବପ୍ନ ଭଳି ଥିଲା। ଯଦି ଏହା ସତ ହୋଇଛି ତେବେ ନିଜର ଶ୍ରେଷ୍ଠ ଦେବାକୁ ଚେଷ୍ଟା କରିବି।

ପ୍ରକାଶ ଯେ, ଗତ ମାସରେ କରୋନାରେ ସଂକ୍ରମିତ ହେବା କାରଣରୁ ସାକାରିଆଙ୍କ ବାପାଙ୍କ ପରଲୋକ ଘଟିଛି। ଏବେ ଦଳରେ ସାକାରିଆଙ୍କୁ ସୁଯୋଗ ମିଳିଥିଲେ ହେଁ ଖୁସି ଦେଖିବାକୁ ସେ ଆଉ ନାହାନ୍ତି। ଏହା ବେଶ ଆଘାତ ଦେଇଛି କ୍ରିକେଟରଙ୍କୁ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳ ଘୋଷିତ: ଅଶ୍ୱିନ, ଜାଡେଜାଙ୍କୁ ମିଳିଲା ସ୍ଥାନ

ସାଉଥାମ୍ପଟନ,୧୭।୬: ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ ପାଇଁ ଗୁରୁବାର ରାତିରେ ବିସିସିଆଇ ପକ୍ଷରୁ ଘୋଷିତ...

ଦେଶର ଶ୍ରେଷ୍ଠ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ କିଟ୍‌

ଭୁବନେଶ୍ୱର, ୧୦।୬- ଭାରତର ଶ୍ରେଷ୍ଠ ୧୦ ଆଥଲେଟିକ୍‌ ଏକାଡେମୀ ମଧ୍ୟରେ ଓଡ଼ିଶାର କିଟ୍‌ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଦି ବ୍ରିଜ୍‌ ମିଡିଆ ପକ୍ଷରୁ ନିକଟରେ ପ୍ରସ୍ତୁତ...

ଜୁନିୟର ହକି ବିଶ୍ୱକପ୍‌: ବିଶ୍ୱରଞ୍ଜନ ଅଫିସିଆଲ, ବିଭୁ ମେଡିକାଲ ଅଫିସର

ଭୁବନେଶ୍ୱର, ୨୪ ।୬(କ୍ରୀଡ଼ା ପ୍ରତିନିଧି)- ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଭାରତରେ ନଭେମ୍ବର ୨୪ରୁ ଡିସେମ୍ବର ୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାର ଭେନ୍ୟୁ ଏ...

ପୂଜାରାଙ୍କ ସମାଲୋଚନାକୁ ନେଇ ରାଗିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍‌; ପଢ଼ାଇଲେ ଅସଲ କ୍ରିକେଟ ପାଠ…

ନୂଆଦିଲ୍ଲୀ,୧୫।୬: କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ଚେତେଶ୍ୱର ପୂଜାରାଙ୍କ ବ୍ୟାଟିଂଶୈଳୀର ପ୍ରଶଂସା କରିଛନ୍ତି। ଅଷ୍ଟ୍ରେଲିଆରେ ଉଲ୍ଲେଖନୀୟ ଉଦ୍ୟମ ସତ୍ତ୍ୱେ ପୂଜାରା ସ୍କୋରବୋର୍ଡକୁ...

ପଡିଆରେ ଟାଓ୍ବେଲ୍‌ ପିନ୍ଧି ଫିଲ୍ଡିଂ କଲେ ସାମି: ଦେଖନ୍ତୁ ଭିଡିଓ

ସାଉଥାମ୍ପଟନ୍‌,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ଭାରତୀୟ ଦ୍ରୁତ ବୋଲର୍‌ ମହମ୍ମଦ ସାମି ଜବରଦସ୍ତ ବୋଲିଂ କରିଛନ୍ତି। ସେ ୪ଟି ଉଇକେଟ୍‌ ନେଇ ଭାରତୀୟ ଦଳକୁ...

କ୍ରାକ୍‌ଜିକ୍‌-ସାଲିସବୁରୀ ଚାମ୍ପିୟନ

ପ୍ୟାରିସ, ୧୧।୬- ଆମେରିକାର ଡେଜାରେ କ୍ରାକ୍‌ଜିକ୍‌ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ...

‘ପରାରୁଛ ନା ଗାଳି କରୁଛ’; କାହିଁକି ଇଶାନ୍ତ ଶର୍ମାଙ୍କୁ ଏମିତି କହିଲେ କୋହଲି

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆ ଉପରେ ଭାରୀ ପଡିଛି। ମ୍ୟାଚର ତୃତୀୟ ଦିନରେ ପ୍ରଥମ ଇନିଂସରେ ୨୧୭ରନ ସ୍କୋର କରିବା...

କୋଭିଡ୍‌-୧୯ : ଭାରତ ପାଇଁ ପାଣ୍ଠି ଯୋଗାଡ଼ କରିବେ ଅଷ୍ଟ୍ରେଲୀୟ କ୍ରିକେଟର

ସିଡ୍‌ନୀ,୩।୬(ପି.ଟି.): କୋଭିଡ୍‌- ୧୯ ମହାମାରୀ ବିରୋଧରେ ଲଢେଇ ଜାରି ରହିଥିବା ବେଳେ ପ୍ୟାଟ୍‌ କୁମିନ୍ସଙ୍କ ସମେତ କେତେଜଣ ଅଷ୍ଟ୍ରେଲୀୟ କ୍ରିକେଟର ପାଣ୍ଠି ଯୋଗାଡ଼ କରିବାକୁ ପ୍ରୟାସ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ରବିବାର, ଜୁନ୍‌ ୧୩ ତାରିଖ – Daily Horoscope
Next Post Next post:
ସୁଶାନ୍ତ ସିଂ ରାଜପୁତଙ୍କୁ ପ୍ରଥମେ ଏମିତି ମିଳିଥିଲା ଅଭିନୟର ସୁଯୋଗ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts