E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା
6:40 pmJune 19, 2021

ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି ବଲ ଖେଳିବାକୁ ପଡ଼ିଥିଲା। ୩୬ତମ ବଲରେ ନିଲ ଓ୍ବାଗନରଙ୍କୁ ପଏଣ୍ଟ ଅଞ୍ଚଳରେ ଚୌକା ଲଗାଇ ଖାତା ଖୋଲିଥିଲେ। ଶେଷରେ ୫୪ତମ ବଲରେ ୮ ରନ୍‌ କରି ପ୍ୟାଭିଲିଅନ ଫେରିଥିଲେ ପୂଜାରା। ତେବେ ଖାତା ଖୋଲିବା ପୂର୍ବରୁ ଏତେ ସଂଖ୍ୟାରେ ବଲ ଖେଳିବା ପୂଜାରାଙ୍କ ପାଇଁ କିଛି ନୂଆ ନୁହେଁ। ସେ ୩ ବର୍ଷ ତଳେ ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଟେଷ୍ଟରେ ୫୪ତମ ବଲରେ ଖାତା ଖୋଲିଥିଲେ।

ଭାରତୀୟଙ୍କ ମଧ୍ୟରେ ଟେଷ୍ଟ ମ୍ୟାଚ୍‌ରେ ଖାତା ଖୋଲିବା ପୂର୍ବରୁ ସର୍ବାଧିକ ସଂଖ୍ୟକ ବଲ ଖେଳିବାର ରେକର୍ଡ ରବି ଶାସ୍ତ୍ରୀଙ୍କ ନାମରେ ରହିଛି। ବର୍ତ୍ତମାନ ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ଶାସ୍ତ୍ରୀ ୧୯୯୨ରେ ଜୋହାନ୍ସବର୍ଗଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟରେ ଖାତା ଖୋଲିବା ଆଗରୁ ୬୮ଟି ଡଟ୍‌ ବଲ ଖେଳିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

୭ ବର୍ଷ ପ୍ରତୀକ୍ଷାର ଅନ୍ତ: ଭାରତ- ଇଂଲଣ୍ଡ ମହିଳା ଟେଷ୍ଟ

ବ୍ରିଷ୍ଟଲ,୧୬।୬(ପି.ଟି.): ଦୀର୍ଘ ୭ ବର୍ଷ ପରେ ଭାରତ ଓ ଇଂଲଣ୍ଡ ମହିଳା ଦଳ ଟେଷ୍ଟ କ୍ରିକେଟରେ ପରସ୍ପରକୁ ଭେଟିବେ। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ଦୁଇ ଦେଶ...

ରୋହିତ ଶର୍ମାଙ୍କୁ ଥଟ୍ଟାରେ ଏମିତି କହିଦେଲେ ସ୍ତ୍ରୀ

ସାଉଥାମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ହାଇ ଭୋଲଟେଜ ଫାଇନାଲ ମ୍ୟାଚ ସାଉଥାମ୍ପଟନ୍‌ରଠାରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ବର୍ଷା ବାଧାପ୍ରାପ୍ତ...

ବିବାହ ମୁଦି କଥା ଭୁଲି ଯାଇଥିଲେ ରୋହିତ୍‌ ଶର୍ମା: କୋହଲି ଦେଲେ ବଡ଼ ଖବର

ଭାରତୀୟ କ୍ରିକେଟ ଦଳ ସହ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର୍‌ ଫାଇନାଲ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ଷ୍ଟାର୍‌ କ୍ରିକେଟର୍‌ ରୋହିତ ଶର୍ମା। ଜୁନ ୧୮ରୁ ୨୨...

ପ୍ରମୋଦଙ୍କୁ ପାରାଲିମ୍ପିକ୍ସ ଯୋଗ୍ୟତା

ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରୀଡ଼ା ପାଇଁ ମଙ୍ଗଳବାର ଆସିଛି ଏକ ଖୁସି ଖବର। ରାଜ୍ୟର ପାରା ବ୍ୟାଡ୍‌ମିଣ୍ଟନ ତାରକା ଅର୍ଜୁନ ପୁରସ୍କାରପ୍ରାପ୍ତ ପ୍ରମୋଦ ଭଗତ ଟୋକିଓ...

ଢାକା ପ୍ରିମିୟର ଲିଗ୍‌:ଶକିବ ୩ଟି ମ୍ୟାଚରୁ ସସ୍‌ପେଣ୍ଡ

ଢାକା, ୧୩ା୬ (ପି.ଟି.)- ମହମ୍ମଡ଼ାନ ସ୍ପୋର୍ଟିଂ ବନାମ ଆବାହନୀ ଲିମିଟେଡ୍‌ ମ୍ୟାଚ୍‌ ବେଳେ ପଡ଼ିଆରେ ଅଶୋଭନୀୟ ଆଚରଣ ପାଇଁ ବାଂଲାଦେଶର ଷ୍ଟାର କ୍ରିକେଟର ଶକିବ ଅଲ୍‌...

ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କଲା ଏଚ୍‌ସିଏ ଆପେକ୍ସ କାଉନ୍‌ସିଲ

ହାଇଦ୍ରାବାଦ, ୧୭ା୬- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ଆପେକ୍ସ କାଉନ୍‌ସିଲ ଏହାର ସଭାପତି ତଥା ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କରିଛି। ସେ...

ଟେଷ୍ଟ ସିରିଜ: ମହାରାଜାଙ୍କ ହ୍ୟାଟ୍ରିକ: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ) ୨୨ା୬: ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଘରୋଇ ଓ୍ବେଷ୍ଟଇଣ୍ଡିଜକୁ...

ରକ୍ତଦାନ କଲେ ତେନ୍ଦୁଲକର

ମୁମ୍ବାଇ, ୧୪ା୬ (ପି.ଟି.)-ବିଶ୍ୱ ରକ୍ତଦାନ ଦିବସ ଅବସରରେ ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ ତେନ୍ଦୁଲକର ସୋମବାର ରକ୍ତଦାନ କରିଛନ୍ତି। ଏହି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ
Next Post Next post:
୮ ଦିନର ବିବାହରେ ଏମିତି କ’ଣ ହେଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts