E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

‘ଯଦି ମହଙ୍ଗା ହେଉଛି ଖାଇବା-ପିଇବା, ପେଟ୍ରୋଲ ପକାଇବା ଛାଡିଦିଅନ୍ତୁ’
11:19 amJune 4, 2021

ରାୟପୁର,୪।୬: ଛତିଶଗଡର ପୂର୍ବତନ ମନ୍ତ୍ରୀ ବ୍ରିଜମୋହନ ଅଗ୍ରୱାଲଙ୍କ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି ଯେ, ଯେଉଁମାନେ ମହଙ୍ଗା ବଢିଯାଇଛି ବୋଲି କହୁଛନ୍ତି, ସେମାନେ ଖାଇବା ପିଇବା ବନ୍ଦ କରିଦେବା ଉଚିତ ଏବଂ ପେଟ୍ରୋଲ ମଧ୍ୟ ପକାନ୍ତୁ ନାହିଁ। କଂଗ୍ରେସକୁ ଟର୍ଗେଟ କରି ସେ କହିଥିଲେ, ଯଦି କଂଗ୍ରେସକୁ ଭୋଟ ଦେଉଥିବା ଲୋକ ଏଭଳି କାର୍ଯ୍ୟ କରନ୍ତି ତେବେ ମହଙ୍ଗା କମିବ। ରାଜ୍ୟ କଂଗ୍ରେସ ମୁଖପାତ୍ର ସୁଶୀଲ ଆନନ୍ଦ ଶୁକ୍ଲା ବ୍ରିଜମୋହନ ଅଗ୍ରୱାଲଙ୍କ ବିବୃତ୍ତିକୁ ନେଇ ବର୍ଷିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଭାଜପା ବିଧାୟକଙ୍କ ଲଜ୍ଜାଜନକ ପରାମର୍ଶକୁ ଦେଖନ୍ତୁ। ଲୋକମାନେ ଖାଇବା-ପିଇବା ବନ୍ଦ କରିଦିଅନ୍ତୁ, ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର ବନ୍ଦ କରିଦେଲେ ତେବେ ମହଙ୍ଗା ହ୍ରାସ ପାଇବ।
ସୁଶୀଲ ଆନନ୍ଦ ଶୁକ୍ଲା କହିଛନ୍ତି ଯେ, ବ୍ରିଜମୋହନ ଅଗ୍ରୱାଲଙ୍କ ଏହି ବିବୃତ୍ତି ଲଜ୍ଜାଜନକ। ମହଙ୍ଗା ଯୋଗୁ ଦେଶର ମଧ୍ୟବିତ୍ତ ତଥା ଗରିବ ଶ୍ରେଣୀର ଲୋକମାନେ ଯନ୍ତ୍ରଣା ଭୋଗୁଛନ୍ତି। ଜଣେ ଭାଜପା ନେତାଙ୍କ ଏପରି ବିବୃତ୍ତି ଦେବା ଘା’ ଉପରେ ଲୁଣ ସିଞ୍ଚିବା ଭଳି ବୋଲି ସେ କହିଛନ୍ତି।

देखिये भाजपा विधायक की बेशर्मी भरी सलाह जनता खाना पीना बन्द कर दे पेट्रोल डीजल का उपयोग बन्द कर दे मंहगाई कम हो जाएगी@narendramodi @bhupeshbaghel @INCChhattisgarh pic.twitter.com/gwZxDAWLsK

— Sushil Anand Shukla (@SushilAnandCG) June 3, 2021


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍‌ ଟ୍ୟାବଲେଟ୍‌-ଷ୍ଟିମ୍‌ ନେବାକୁ ମନା …

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି।...

ଭାକ୍ସିନକୁ ନେଇ ଲୋକଙ୍କ ମନରେ ରହିଛି ଅନ୍ଧବିଶ୍ୱାସ

ନୂଆଦିଲ୍ଲୀ,୨।୬: କରୋନା ସଙ୍କଟ ମଧ୍ୟରେ ଗୋଟିଏ ପଟେ ଟିକାକରଣ ଅଭିଯାନ ଯୁଦ୍ଧକାଳୀନ ସ୍ତରରେ ଜାରି ରହିଥିବା ବେଳେ ଅନ୍ୟପଟେ ଗ୍ରାମାଞ୍ଚଳରେ ଭାକ୍ସିନକୁ ନେଇ ଭୟ, ଅନ୍ଧବିଶ୍ୱାସ...

ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା

ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨...

ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍‌ଇ ବୋର୍ଡ ପକ୍ଷରୁ ଆଗତ...

ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ

ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍‌ଫ୍ଲିକ୍ସ, ହଟ୍‌ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍‌ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍‌...

ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ

ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ...

ପ୍ରିୟଙ୍କା-ରାହୁଲଙ୍କ ସହ ହୋଇପାରିଲାନି ସାକ୍ଷାତକାର: ନିରାଶ ହୋଇ ଫେରିଲେ ସଚିନ

ନୂଆଦିଲ୍ଲୀ,୧୬।୬: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ରାନୈତିକ ସଙ୍କଟ ଜାରି ରହିଛି। ଦୁହିଁଙ୍କ ମଧ୍ୟରେ ଥିବା ବିବାଦ ଥମିବାର ନା...

ପ୍ରଥମ ଥର ପାଇଁ ମୁହଁ ଖୋଲିଲେ ଚିରାଗ: କହିଲେ ଦଳ ମା’ ପରି…

ପାଟନା,୧୫।୬: କରୋନା ସଂକ୍ରମଣ ପରେ ଏବେ ବିହାର ରାଜନୀତି ପୁରା ସରଗରମ ରହିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ଏହାପରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାତ୍ୟା ପରେ କାଦୁଅଫିଙ୍ଗା
Next Post Next post:
୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts