E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଅଲିମ୍ପିକ୍‌ରେ ସ୍ବର୍ଣ୍ଣ ଜିତିଲେ ମିଳିବ ୩ କୋଟି
9:32 pmJune 26, 2021June 27, 2021

ଚେନ୍ନାଇ,୨୬।୬: ଆଗାମୀ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ରାଜ୍ୟର ଆଥ୍‌ଲେଟଙ୍କ ପାଇଁ ଶନିବାର ପୁରସ୍କାର ରାଶି ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌ କେ ଷ୍ଟାଲିନ। ସ୍ବର୍ଣ୍ଣ ପଦକ ଜିତିଲେ ରାଜ୍ୟର ଆଥ୍‌ଲେଟ୍‌ଙ୍କୁ ସର୍ବାଧିକ ୩ କୋଟି ଟଙ୍କା ପ୍ରଦାନ କରାଯିବ। ସେହିଭଳି ରୌପ୍ୟ ଓ ବ୍ରୋଞ୍ଜ ପଦକ ଅଧିକାରୀ ଆଥ୍‌ଲେଟ୍‌ଙ୍କୁ ଯଥାକ୍ରମେ ୨ ଓ ୧ କୋଟି ଟଙ୍କା ଟଙ୍କା ପୁରସ୍କାର ବାବଦକୁ ଦିଆଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

କ୍ରୀଡ଼ାବିତ୍‌ ଦେଶ ପାଇଁ ଗର୍ବ। ସେମାନଙ୍କୁ ସର୍ବଦା ରାଜ୍ୟ ସରକାର ସମର୍ଥନ କରିବେ। ବିଶ୍ୱ ସ୍ତରୀୟ ଇଭେଣ୍ଟର ସଫଳ ଆଥ୍‌ଲେଟଙ୍କୁ ପ୍ରୋତ୍ସାହିତ କରିବା ସରକାରଙ୍କ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଏକ ଟିକାକରଣ କେନ୍ଦ୍ରର ଉଦ୍‌ଘାଟନ ଅବସରରେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୨୦ ସମର ଅଲିମ୍ପିକ୍ସ ଜୁଲାଇ ୨୩ରୁ ଅଗଷ୍ଟ ୮ ମଧ୍ୟରେ ଜାପାନ ରାଜଧାନୀଠାରେ ଅନୁଷ୍ଠିତ ହେବ।

ଅଲିମ୍ପିକ୍‌ ଯୋଗ୍ୟତା ପ୍ରାପ୍ତ ୬ ଆଥ୍‌ଲେଟ ନେଥରା କୁମାନାନ, ବରୁଣ ଠକ୍କର, କେ ସି ଗଣପଥି (ସମସ୍ତେ ସେଲିଂ), ଟେବୁଲ ଟେନିସ ଖେଳାଳି ଜି. ସାଥିଆଁ, ଏ. ସରଥ କମଲ ଓ ପାରାଅଲିମ୍ପିଆନ ଟି. ମରିଆପ୍ପାନଙ୍କୁ ୬ ଲକ୍ଷ ଲେଖାଏ ପ୍ରୋତ୍ସାହନ ରାଶି ଦିଆଯାଇଛି। ଦେଶର ପ୍ରଥମ ଫେନ୍ସର ଭାବେ ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜି ଥିବା ସି ଏ ଭବାନୀ ଦେବୀଙ୍କୁ ପୂର୍ବରୁ ଏହି ରାଶି ଦିଆଯାଇସାରିଛି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଗୋଟିଏ ତାରିଖ, ଗୋଟିଏ ମଇଦାନ; ୨ ବର୍ଷ-୨ ରେକର୍ଡ…ମହମ୍ମଦ ସାମିଙ୍କ ପାଇଁ ଖାସ୍‌ ପାଲଟିଲା ୨୨ ଜୁନ୍‌

ନୂଆଦିଲ୍ଲୀ,୨୩।୬: ପୁଣି ଥରେ ବିଦେଶୀ ମାଟିରେ ନିଜ ବଲ୍‌ର ଯାଦୁ ଦେଖାଇଛନ୍ତି ଭାରତୀୟ ଟିମ୍‌ର ୩୦ ବର୍ଷୀୟ ପେସର୍‌ ମହମ୍ମଦ ସାମି। ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ...

ଡବ୍ଲ୍ୟୁଟିସି ଫାଇନାଲ୍‌ର ଏହି ଗୋଟିଏ ମୁହୂର୍ତ୍ତ ସମସ୍ତଙ୍କ ହୃଦୟକୁ ଛୁଇଁଗଲା

ସାଉଥାମ୍ପଟନ୍‌,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମ୍ୟାଚ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ହେଉନା...

ଟିମ୍‌ ଇଣ୍ଡିଆରେ ହୋଇପାରେ ଏସବୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୬।୬: ଆମକୁ ଦିନିକିଆ ଭଳି ଟେଷ୍ଟରେ ମଧ୍ୟ ଦଳର ଆବଶ୍ୟକତା ଅନୁଯାୟୀ ଖେଳି ପାରୁଥିବା ଖେଳାଳି ଦରକାର। ବିଶ୍ୱ ଟେଷ୍ଟ ଚାମ୍ପିୟନ ଫାଇନାଲରେ ପରାଜୟ ପରେ...

ଟୋକିଓ ଅଲିମ୍ପିକ୍ସ: ସମସ୍ତ ରାସ୍ତା ସିଲ୍‌

ଟୋକିଓ, ୯ା୬ (ଏପି)-ଟୋକିଓ ଅଲିମ୍ପିକ୍ସ ଭେନ୍ୟୁଗୁଡ଼ିକୁ ଯୋଗାଯୋଗ କରୁଥିବା ସମସ୍ତ ସଡ଼କ ପଥକୁ ସିଲ୍‌ କରାଯାଇଛି। ତନ୍ମଧ୍ୟରେ ୧.୪ ବିଲିୟନ ଆମେରିକୀୟ ଡଲାର ମୂଲ୍ୟରେ ନିର୍ମିତ...

ପଦାର୍ପଣରେ ଲେଡି ସେହ୍ବାଗଙ୍କ ରେକର୍ଡ

ବ୍ରିଷ୍ଟଲ,୧୮ା୬: ଲେଡି ସେହ୍ବାଗ ଭାବେ ମହିଳା କ୍ରିକେଟରେ ଜଣାଶୁଣା ଟିମ୍‌ ଇଣ୍ଡିଆର ଓପନର ଶେଫାଳି ବର୍ମା ପଦାର୍ପଣ ଟେଷ୍ଟରେ ଇତିହାସ ରଚିଛନ୍ତି। ୧୭ ବର୍ଷୀୟା ବ୍ୟାଟ୍ସଓମେନ...

ମିଲ୍‌ଖାଙ୍କ ନାମରେ ଚେୟାର

ଚଣ୍ଡିଗଡ଼, ୨୦ା୬ (ପି.ଟି.)-ପଟିଆଲାସ୍ଥିତ ସ୍ପୋଟର୍‌ସ ୟୁନିଭର୍ସିଟିରେ ମିଲ୍‌ଖା ସିଂଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରାଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶନିବାର ଏହା ଘୋଷଣା...

ୟୁକେ ଟୁର୍‌ ପାଇଁ ଖେଳାଳିଙ୍କ ପରିବାରକୁ ଅନୁମତି

ନୂଆଦିଲ୍ଲୀ,୨ା୬ (ପି.ଟି.)-ଭାରତର ଉଭୟ ପୁରୁଷ ଓ ମହିଳା କ୍ରିକେଟ ଟିମ୍‌ର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ ନିଜ ପରିବାରକୁ ନେଇ ଇଂଲଣ୍ଡ ଟୁର୍‌ରେ ଯିବା ଲାଗି...

ଫ୍ରେଞ୍ଚ୍‌ ଓପନ ଟେନିସ: ଜିଡାନସେକ-ବଦୋସା କ୍ୱାର୍ଟର ଫାଇନାଲ

ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସରେ ତାମାରା ଜିଡାନସେକ ଓ ପାଉଲା ବଦୋସାଙ୍କ ମଧ୍ୟରେ କ୍ୱାର୍ଟର ଫାଇନାଲ ମୁକାବିଲା ହେବ। ସ୍ଲୋଭାନିଆର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ ( ଜୁନ୍ ୨୬, ୨୦୨୧)
Next Post Next post:
୫ଦିନ ବନ୍ଦ ରହିବ ରାଜଧାନୀର ଏସବୁ ମାର୍କେଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts