E-Paper
  • logo
  • Monday 30th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମେଟ୍ରୋ, ରାଜ୍ୟ

ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
12:28 pmJune 1, 2021

ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍‌ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆରେ ଶେୟାର କରି ଲେଖିଛନ୍ତି, ‘ବିଶିଷ୍ଟ ଫୁଟବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାରୁ ବିଶ୍ୱସ୍ତରୀୟ ଫୁଟବଲ କ୍ରୀଡ଼ାବିତ ସୃଷ୍ଟି କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି’।


[mc4wp_form id="252536"] All Right Reserved By Dharitri.Com

Posted inମେଟ୍ରୋ, ରାଜ୍ୟ View All

୨୨ ଜିଲାରେ ହେବ ୧୮ରୁ ୪୪ବର୍ଗଙ୍କ ଟିକାକରଣ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ଜାରି ରହିଛି। ଏଥିରେ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯାଉଛି। ତେବେ ଏହା କେବଳ...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...

ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି...

ଦିନକୁ ୧ କୋଟିଙ୍କୁ ଟିକା ଦିଅ: କଂଗ୍ରେସ

ଭୁବନେଶ୍ୱର,୫।୬(ବ୍ୟୁରୋ): ନିଃଶୁଳ୍କ ସାର୍ବଜନୀନ ଟିକାକରଣ ସହ ଦୈନିକ ୧ କୋଟି ଭାରତୀୟଙ୍କୁ ଟିକା ଦେବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ...

ଓଡ଼ିଶାର ଏହି ୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଚତୁର୍ଥ ସେରୋ ସର୍ଭେରେ ୬ ବର୍ଷରୁ ଅଧିକ ବୟସ୍କ ପିଲା ସାମିଲ ହେବେ। ଏ ନେଇ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି) ପକ୍ଷରୁ...

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ...

ଓଡ଼ିଶାରେ ଡେଲଟା ପ୍ଲସ

ଭୁବନେଶ୍ୱର,୨୫।୬: ଓଡ଼ିଶାରେ ପ୍ରଥମ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦେଶରେ...

ସୋମବାରଠୁ ଲାଗି ରହିବ ବର୍ଷା

ଭୁବନେଶ୍ବର,୬।୬: କାଳବୈଶାଖି ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ଦିଆଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ
Next Post Next post:
ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts