ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ଏହି ଖବର ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆରେ ଶେୟାର କରି ଲେଖିଛନ୍ତି, ‘ବିଶିଷ୍ଟ ଫୁଟବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଶାରୁ ବିଶ୍ୱସ୍ତରୀୟ ଫୁଟବଲ କ୍ରୀଡ଼ାବିତ ସୃଷ୍ଟି କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି’।
କସିବଣୀ ଗାଁକୁ ଛୁଇଁନି କରୋନା
କୁଆମରା,୧୧।୬(ଡି.ଏନ.ଏ.)- ଦୁଇବର୍ଷ ହେଲା ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଆମରା ପଞ୍ଚାୟତ...
ରାଜ୍ୟରେ ଆଜି ୬,୦୧୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୬,୦୧୯ କରୋନା ଆକ୍ରାନ୍ତ...
ବୃଦ୍ଧଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ
ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ...
ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...
ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍ଡାଉନ ଜାରି...
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ...


