ବୁଗୁଡ଼ା,୧୩ା୬(ଡି.ଏନ୍.ଏ.): କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁଯାୟୀ ବୁଗୁଡା ବ୍ଲକର ବିଭିନ୍ନ ଗ୍ରାମରେ ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀମାନେ ଘର
ଘର ବୁଲି ପରିବାରରେ ରହୁଥିବା ଶିଶୁମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଜୋରଦାର କରୁଛନ୍ତି। ଏ ଅବସରରେ ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ଗ୍ରାମରେ ଘରକୁ ଘର ବୁଲି ଅଞ୍ଚଳ ପରିଦର୍ଶିକା ତ୍ରିପୁରା ମୋହିନୀ ଦାଶଙ୍କ ନେତୃତ୍ୱରେ ଅଙ୍ଗନଓ୍ବାଡି କର୍ମୀ ଗୋଲାପ ପ୍ରଧାନ,ଆଶା କର୍ମୀ ସରୋଜିନୀ ଓଝା ପ୍ରମୁଖ ଶିଶୁମାନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ଥର୍ମାଲ ସ୍କ୍ରିନିଂ ଏବଂ ଅମ୍ଳଜାନ ସ୍ତର ଯାଞ୍ଚ କରିଥିଲେ।
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ View All
ସମ୍ପତି ଲାଗି ଛୁରାମାଡ଼, ବାପା ପୁଅ ଗୁରୁତର
ପୁରୁଷୋତ୍ତମପୁର,୧୧ା୬: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ଶୁକ୍ରବାର ପୈତୃକ ସମ୍ପତିକୁ ନେଇ ୨ ଭାଇଙ୍କ ମଧ୍ୟରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି।...
କାର୍ରେ ପ୍ରେସ୍ ଲେଖି ଚାଲାଣ କରୁଥିଲେ କଫ ସିରପ୍
ବରଗଡ଼ ଅଫିସ୍,୨୫।୬: ପୋଲିସକୁ ଚଖ୍ମା ଦେବା ପାଇଁ କଫ ସିରପ୍ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍/୫୯୯୮...
କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍ କର
ମୁମ୍ବାଇ,୧୦ା୬: କେନ୍ଦ୍ର ସରକାର ସୀମାରେ ଅପେକ୍ଷା କରନ୍ତୁ ନାହିଁ। କରୋନା ଭାଇରସ୍ ଆମର ସବୁଠୁ ବଡ଼ ଶତ୍ରୁ। ଏହାକୁ ଶେଷ କରିବାକୁ ପଡ଼ିବ। କେନ୍ଦ୍ରର ଆଭିମୁଖ୍ୟ...
ଏମ୍ଜିଏନ୍ଆର୍ଇଜିଏସ୍ ଅର୍ଥ ଆତ୍ମସାତ୍ ମସୁଧା
ବ୍ରହ୍ମଗିରି,୧୫।୬(ଡି.ଏନ୍.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ର ଅର୍ଥ ଆତ୍ମସାତ୍ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି।...
୨ ସାଇବର ଠକ ଗିରଫ
କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା...
ଗ୍ରାମରାସ୍ତାକୁ କେନ୍ଦ୍ର କରି ଘର ପୋଡ଼ିଦେଲେ
ବାଲେଶ୍ୱର ଅଫିସ,୬ା୬ ବାଲେଶ୍ୱର ଜିଲାର ବାଲିଆପାଳ ଥାନା ଶ୍ରୀରାମପୁର ପଞ୍ଚାୟତର ଗୋକୁଳାନନ୍ଦପୁର ଗ୍ରାମ ରାସ୍ତାକୁ କେନ୍ଦ୍ର କରି ସଂଘବଦ୍ଧ ଭାବେ ବଂଶୀଧର ଜେନାଙ୍କ ଦୁଇବଖରା ପୋଡ଼ି...
ଶୀତଳଭଣ୍ଡାରରେ କୋଟପା ଆଇନ
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି। ଜନ ସଚେତନତା ଅଭାବ ସାଙ୍ଗକୁ...
ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…
ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...


