ବେଜିଂ,୬।୬: ଚାଇନା କର୍ତ୍ତୃପକ୍ଷ କୋଭିଡ୍-୧୯ ଟିକା କରୋନାଭାକ୍କୁ ୩ରୁ ୧୭ ବର୍ଷ ବର୍ଗର ପିଲାଙ୍କୁ ଦେବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ଟିକାର ଉତ୍ପାଦନକାରୀ ସିନୋଭାକ୍ର ଅଧ୍ୟକ୍ଷ ୟିନ୍ ଓ୍ବେଇଡଙ୍ଗ ଏହି ସୂଚନା ଦେଇଛନ୍ତି। ସିନୋଭାକ୍ର ଏହି ଟିକା ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଶେଷ କରିଛି। ବୟସ୍କମାନଙ୍କ ଲାଗି ଟିକା ନିରାପଦ ଓ ପ୍ରଭାବୀ ବୋଲି ୟିନ୍ କହିଛନ୍ତି। ଚାଇନାର ଦ୍ୱିତୀୟ ଟିକା ଭାବେ ସିନୋଭାକ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଗତ ୧ ତାରିଖରେ ଅନୁମୋଦନ କରିଥିଲା।
Posted inଅନ୍ତର୍ଜାତୀୟ View All
ମୋଷ୍ଟ ଓ୍ବାଣ୍ଟେଡ୍ ବାଘ ଶିକାରୀ ଗିରଫ
ଢାକା, ୧।୬: ୨୦ ବର୍ଷରେ ପ୍ରାୟ ୭୦ ବାଘଙ୍କ ଜୀବନ ନେଇଥିବା ମୋଷ୍ଟ ଓ୍ବାଣ୍ଟେଡ୍ ଶିକାରୀକୁ ଗିରଫ କରିଛି ବାଂଲାଦେଶ ପୋଲିସ। ‘ହବିବ ଟାଇଗର’ ଭାବେ...
ଭାରତ- ଇଣ୍ଟରନେଟ୍ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା
ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ...
‘ଆପଲ ଡେଲି’ର ଅପମୃତ୍ୟୁ
ହଂକଂ,୨୪ା୬: ହଂକଂର ନୂଆ ସୁରକ୍ଷା ଆଇନ ଓ ଗଣତନ୍ତ୍ର ସପକ୍ଷବାଦୀ ଲଢ଼େଇ ମଝିରେ ବଳିପଡ଼ିଛି ପ୍ରସିଦ୍ଧ ଦୈନିକ ଖବରକାଗଜ ‘ଆପଲ୍ ଡେଲି’। ୧୯୯୫ ଜୁନ୍ ୨୦ରେ...
ନଦୀକୁ ଖସିଲା ବସ୍: ୧୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ
କରାଚୀ,୧୧।୬ : ପାକିସ୍ତାନର ଦକ୍ଷିଣପଶ୍ଚିମ ଉପତ୍ୟାକାରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଶୁକ୍ରବାର ନଦୀରେ ଖସି ପଡ଼ିଛି। ଏଥିରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା...
କୋଭାକ୍ସିନ୍କୁ ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ: ଜୁନ୍ ୨୩ରେ ବୈଠକ…
ଜେନେଭା,୧୭।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍ କୋଭାକ୍ସିନ୍କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ମଞ୍ଜୁରୀ ପାଇଁ ଜୁନ୍ ୨୩ରେ...
ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର
ଓ୍ବାଶିଂଟନ୍,୧୫।୬: ଡୁଡଲ ଫର୍ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ...
ଭାକ୍ସିନ୍ର ୨ ଡୋଜ୍ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…
ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍ ସହରରେ କରୋନା ଭାକ୍ସିନ୍ର ୨ ଡୋଜ୍ ନେବା ପରେ...
ପ୍ରବଳ ଥଣ୍ଡାରେ ୧୦୦ କିଲୋମିଟର ମାରାଥନ୍: ଅଧାବାଟରେ ୨୧ ଜଣଙ୍କ ମୃତ୍ୟୁ…
ବେଜିଂ,୧୨।୬: ଚାଇନାରେ ଏକ ମରାଥନ ଦୌଡ଼ ସମୟରେ ୨୧ ଜଣ ପ୍ରତିଯୋଗୀଙ୍କ ମୃତ୍ୟୁ ଘଟିଛି। ପ୍ରବଳ ଥଣ୍ଡା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ...


