ବେଜିଂ,୬।୬: ଚାଇନା କର୍ତ୍ତୃପକ୍ଷ କୋଭିଡ୍-୧୯ ଟିକା କରୋନାଭାକ୍କୁ ୩ରୁ ୧୭ ବର୍ଷ ବର୍ଗର ପିଲାଙ୍କୁ ଦେବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ଟିକାର ଉତ୍ପାଦନକାରୀ ସିନୋଭାକ୍ର ଅଧ୍ୟକ୍ଷ ୟିନ୍ ଓ୍ବେଇଡଙ୍ଗ ଏହି ସୂଚନା ଦେଇଛନ୍ତି। ସିନୋଭାକ୍ର ଏହି ଟିକା ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଶେଷ କରିଛି। ବୟସ୍କମାନଙ୍କ ଲାଗି ଟିକା ନିରାପଦ ଓ ପ୍ରଭାବୀ ବୋଲି ୟିନ୍ କହିଛନ୍ତି। ଚାଇନାର ଦ୍ୱିତୀୟ ଟିକା ଭାବେ ସିନୋଭାକ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଗତ ୧ ତାରିଖରେ ଅନୁମୋଦନ କରିଥିଲା।
Posted inଅନ୍ତର୍ଜାତୀୟ View All
ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ...
ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍ ଥିଲା
ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା...
ହାରିସ୍ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି
ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍...
‘ଭାରତକୁ କ୍ଷତିପୂରଣ ଦେଉ ଚାଇନା’
ଓ୍ବାଶିଂଟନ,୧୯।୬: କରୋନା ମହାମାରୀ ଯୋଗୁ ଭାରତ ବିପର୍ଯ୍ୟସ୍ତ ହୋଇଛି। ଏନେଇ ଚାଇନା ଭାରତକୁ କ୍ଷତିପୂରଣ ଦେବା ଆବଶ୍ୟକ ବୋଲି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍...
ସ୍ପେସ୍ ଷ୍ଟେଶନ ମୁହାଁ ୩ ମହାକାଶ ଯାତ୍ରୀ…
ବେଜିଂ,୧୭।୬: ଚାଇନା ଏହାର ନୂଆ ସ୍ପେସ୍ ଷ୍ଟେଶନ ଅଭିମୁଖେ ୩ ଜଣ ମହାକାଶ ଯାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନ ୯ଟା ୨୨ରେ ପଠାଇଛି। ଶେନଝୋଉ-୧୨ ମହାକାଶ ଯାନକୁ...
ଲାବ୍ରୁ ବାହାରିନି ଭୂତାଣୁ: ବ୍ୟାଟ୍ ଓମ୍ୟାନ
ବେଜିଂ, ୧୭ା୬: ଚାଇନାର ଉହାନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିରୁ କରୋନା ଭୂତାଣୁ ଲିକ୍ ହୋଇଥିବା କଥା ଭୁଲ୍ ବୋଲି କହିଛନ୍ତି ଚାଇନା ବ୍ୟାଟ୍ ଓମ୍ୟାନ ଭାବେ...
ପ୍ରଧାନମନ୍ତ୍ରୀଙ୍କ ହ୍ବାଟ୍ସଆପ୍ ଚାଟ୍ ଲିକ୍, ପଠାଇଥିଲେ ଏମିତି ମେସେଜ
ଲଣ୍ଡନ,୧୭ା୬: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍ ଜନସନଙ୍କ ହ୍ବାଟ୍ସଆପ୍ ଚାଟ୍ ଲିକ୍ ହୋଇଥିବା ସାମ୍ନାକୁ ଆସିଛି। ଏହି ଚାଟ୍କୁ ବୋରିସ୍ଙ୍କ ପୂର୍ବତନ ବରିଷ୍ଠ ପରାମର୍ଶଦାତା ଡୋମିନକ୍ କମିଙ୍ଗ୍ସ...
ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍: ଏଠାରେ ଆରମ୍ଭ ହେବ ଟିକାକରଣ…
ଅକ୍ଲାଣ୍ଡ,୧୩।୬: କରୋନା ଭାକ୍ସିନ୍ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍ ଶୀଘ୍ର ଏଠାରେ...


