ବେଜିଂ,୬।୬: ଚାଇନା କର୍ତ୍ତୃପକ୍ଷ କୋଭିଡ୍-୧୯ ଟିକା କରୋନାଭାକ୍କୁ ୩ରୁ ୧୭ ବର୍ଷ ବର୍ଗର ପିଲାଙ୍କୁ ଦେବା ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଉକ୍ତ ଟିକାର ଉତ୍ପାଦନକାରୀ ସିନୋଭାକ୍ର ଅଧ୍ୟକ୍ଷ ୟିନ୍ ଓ୍ବେଇଡଙ୍ଗ ଏହି ସୂଚନା ଦେଇଛନ୍ତି। ସିନୋଭାକ୍ର ଏହି ଟିକା ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଶେଷ କରିଛି। ବୟସ୍କମାନଙ୍କ ଲାଗି ଟିକା ନିରାପଦ ଓ ପ୍ରଭାବୀ ବୋଲି ୟିନ୍ କହିଛନ୍ତି। ଚାଇନାର ଦ୍ୱିତୀୟ ଟିକା ଭାବେ ସିନୋଭାକ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଗତ ୧ ତାରିଖରେ ଅନୁମୋଦନ କରିଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.