E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍‌
1:06 pmJune 25, 2021June 27, 2021

ବେଜିଂ,୨୫।୬: ଚାଇନାର ରଣନୈତିକ ଭାବେ ମହତ୍ୱପୂର୍ଣ୍ଣ ଥିବା ହିମାଳୟର ତିବ୍ବତ ଅଞ୍ଚଳରେ ଚାଇନା ପ୍ରଥମ ଇଲେକ୍ଟ୍ରୋନିକ୍‌ ବୁଲେଟ ଟ୍ରେନ୍‌ ଆରମ୍ଭ କରିଛି। ଶୁକ୍ରବାର ଏହି ଟ୍ରେନ୍‌ ଆରମ୍ଭ ହୋଇଥିବା ବେଳେ ଏହା ତିବ୍ବତର ପ୍ରାଦେଶିକ ରାଜଧାନୀ ଲହସା ଓ ଅରୁଣାଞ୍ଚଳ ପ୍ରଦେଶ ସୀମା ନିକଟର୍ତ୍ତି ସହର ନ୍ୟଙ୍ଗ୍‌ଚିକୁ ଯୋଡ଼ିବ ବୋଲି ଜଣାପଡ଼ିଛି। ସିଚୁଆନ-ତିବ୍ବତ ରେଳ ଅଧିନରେ ଥିବା ୪୩୫.୫ କିଲୋମିଟର ଲମ୍ବା ଲହସା ଓ ନ୍ୟଙ୍ଗ୍‌ଚି ବିଭାଗକୁ କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଚାଇନା(ସିପିସି)ର ଶତବାର୍ଷିକୀ ଜୁଲାଇ ୧ପୂର୍ବରୁ ଉଦ୍‌ଘାଟନ କରାଯାଇଛି। ତେବେ କିଙ୍ଘଇ-ତିବ୍ବତ ରେଲଓ୍ବେ ପରେ ସିଚୁଆନ-ତିବ୍ବତରେ ଏହା ଦ୍ୱିତୀୟ ରେଳ ହେବ। ଏହି ଟ୍ରେନ୍‌ କିଙ୍ଘଇ-ତିବ୍ବତ ପଠାରର ଦକ୍ଷିଣ-ପୂର୍ବ ଦେଇ ଯାତାୟତ କରିବ। ଯାହାକୁ ବିଶ୍ୱର ଅନ୍ୟତମ ଭୌଗୋଳିକ ସକ୍ରିୟ ଅଞ୍ଚଳ ବୋଲି କୁହାଯାଏ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଜିନ୍ସ୍‌ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …

ପୋୟାଙ୍ଗୟାଙ୍ଗ୍‌,୭।୬: ଏବେ ଜିନ୍ସ୍‌ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ...

ଟୁଇଟରକୁ ବ୍ୟାନ କଲା ନାଇଜେରିଆ

ଅବୁଜ,୪।୬: ନାଇଜେରିଆରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରକୁ ଶୁକ୍ରବାର ବ୍ୟାନ୍‌ କରିଦିଆଯାଇଛି। ଦେଶର କର୍ପୋରେଟ୍‌ ବ୍ୟବସ୍ଥାକୁ ଦୁର୍ବଳ କରୁଥିବାରୁ ଆମେରିକୀୟ କମ୍ପାନୀ ବିରୋଧରେ କେନ୍ଦ୍ର ସରକାର...

ଏଲିଜାବେଥ୍‌ଙ୍କ ଜନ୍ମଦିନ ସମ୍ମାନ ତାଲିକାରେ ଭାରତୀୟ ବଂଶୋଦ୍ଭବ

ଲଣ୍ଡନ, ୧୩ା୬: କରୋନା ମୁକାବିଲାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଭାରତୀୟ ବଂଶୋଦ୍ଭବ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ନାଁ ବ୍ରିଟେନ ମହାରାଣୀ ଏଲିଜାବେଥ୍‌ ୨ୟଙ୍କ ଜନ୍ମଦିନ ସମ୍ମାନ ତାଲିକାରେ...

ଆବର୍ଜନା ପାହାଡ଼ରେ ପାର୍କ

ରୁଷିଆ ରାଜଧାନୀ ମସ୍କୋରେ ଏଣିକି ଅଳିଆଗଦାରେ ପାର୍କ ଦେଖିବାକୁ ମିଳିବ। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରୁ ଏଠାକୁ ବହୁ ଟନ୍‌ ଅଳିଆ ଆବର୍ଜନା ଆସିଥାଏ।...

ଏହି ଦେଶରେ ୫ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ବ୍ରାସିଲିଆ,୨୦।୬: ବ୍ରାଜିଲ୍‌ରେ କରୋନାଜନିତ ମୃତ୍ୟୁସଂଖ୍ୟା ୫ ଲକ୍ଷ ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ସେଠାରେ ୨,୩୦୧ ଜଣଙ୍କ ମୃତ୍ୟୁ ଘଟିବା ପରେ ମୋଟ ମୃତ୍ୟୁସଂଖ୍ୟା...

ସିନୋଭାକ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ଜେନେଭା, ୨ା୬: ଚାଇନା ଦ୍ୱିତୀୟ କରୋନା ଟିକା ସିନୋଭାକ୍‌ର ଜରୁରିକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଞ୍ଜୁରୀ ଦେଇଛି। ଏହି ଟିକା ଉତ୍ପାଦନ, କାର୍ଯ୍ୟକାରିତା...

ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ

ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍‌ ଲିଲି...

ମହାକାଶ ନୁହେଁ ସମୁଦ୍ରରୁ ଆସୁଛନ୍ତି ଏଲିଅନ୍‌: ଆଇସିଇଆର୍‌…

ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୬: ଏଲିଅନ୍‌ ନେଇ ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ଅଲିଅନ୍‌ମାନେ ୟୁଏଫ୍‌ଓ ଦ୍ୱାରା ଲଗାତାର ପୃଥିବୀକୁ ଆସୁଥିବା ନେଇ କେତେକ ଖବର ପ୍ରକାଶ ହେଉଥିବା ବେଳେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଗୋଟିଏ ଦିନରେ ୩୦୯ ରନ୍‌ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ
Next Post Next post:
ମାତ୍ର ୩ ରନ୍‌ ଯୋଗୁ ଇତିହାସ ରଚିବାରୁ ବଞ୍ଚିତ ହୋଇଥିଲେ ସେହ୍ବାଗ-ଦ୍ରାବିଡ ଯୋଡ଼ି: ହେଲେ ଛିଡ଼ା ହୋଇ ତାଳି ମାରିଥିଲେ ଦର୍ଶକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts