E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌
10:49 pmJune 25, 2021June 27, 2021

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା ତିବ୍ବତର ସୀମାନ୍ତ ସହର ନିଙ୍ଗ୍‌ଚି ସହ ସଂଯୋଗ କରୁଛି। ଜୁଲାଇ ୧ରେ ଚାଇନା କମ୍ୟୁନିଷ୍ଟ ପାର୍ଟି (ସିପିସି) ଏହାର ଶତବାର୍ଷିକୀ ପାଳନ କରିବାକୁ ଯାଉଥିବା ବେଳେ ଏହା ପୂର୍ବରୁ ସିଚୁଆନ-ତିବ୍ବତ ରେଲଓ୍ବେର ୪୩୫.୫ କିଲୋମିଟର ଦୀର୍ଘ ଲାସା-ନିଙ୍ଗଚି ସେକ୍ସନକୁ ଶୁକ୍ରବାର ଉଦ୍‌ଘାଟନ କରାଯାଇଛି। ଏହି ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଗତ ନଭେମ୍ବରରେ ଚାଇନା ରାଷ୍ଟ୍ରପତି ଶି ଜିଙ୍ଗ୍‌ପିନ୍‌ ନିର୍ଦ୍ଦେଶ ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

କୋଭାକ୍ସିନର ଜରୁରିକାଳୀନ ବ୍ୟବହାରକୁ ମଞ୍ଜୁରୀ ଦେଲା ନାହିଁ ଆମେରିକା

ଓ୍ବାଶିଂଟନ୍‌,୧୧।୬: ଆମେରିକାରେ ଜରୁରିକାଳୀନ ବ୍ୟବହାର ପାଇଁ ସ୍ବଦେଶୀ ଟିକା କୋଭାକ୍ସିନ୍‌ ନିର୍ମାତା ଭାରତ ବାୟୋଟେକକୁ ଟିକିଏ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ। କୋଭାକ୍ସିନର ଜରୁରିକାଳୀନ...

ଭାକ୍ସିନ୍‌ ମାଗିଲା ଡବ୍ଲ୍ୟୁଏଚ୍‌ଓ, ଡେଲ୍ଟା ଭାରିଆଣ୍ଟ୍‌ ନେଇ ଦେଲା ଚେତାବନୀ…

ଜେନେଭା,୨୬।୬: ପୃଥିବୀର ୮୫ ଦେଶରେ ବ୍ୟାପିଥିବା କରୋନା ମହାମାରୀ ଭୂତାଣୁର ନୂଆ ରୂପକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଅତି ସଂକ୍ରାମକ ବୋଲି କୁହାଯାଇଛି। ଏହା ବିରୋଧରେ...

ମହିଳାଙ୍କ ପୋଷାକ ପାଇଁ ଦେଶରେ ବଢୁଛି ବଳାତ୍କାର : ପ୍ରଧାନମନ୍ତ୍ରୀ

ଇସ୍‌ଲାମାବାଦ,୨୧।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ନିଜ ବୟାନକୁ ନେଇ ସବୁବେଳେ ସାରା ବିଶ୍ୱରେ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ ମହିଳାଙ୍କ ଉପରେ ଏକ ବିବାଦୀୟ...

ପରଲୋକରେ ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍‌ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍‌ଗାର ଲୁଙ୍ଗା ଫେସ୍‌ବୁକ୍‌ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ...

ଏକଦା କାନ୍ଥରେ ଚିତ୍ର କରି ଶୁଣୁଥିଲେ ଗାଳି: ଏବେ ଗୁଗଲ ଦେଲା ପୁରସ୍କାର

ଓ୍ବାଶିଂଟନ୍‌,୧୫।୬: ଡୁଡଲ ଫର୍‌ ଗୁଗଲ-୨୦୨୧ ପ୍ରତିଯୋଗୀତାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଆମେରିକାର ଗୁଗଲର ହୋମପେଜ୍‌ରେ ଏହି ଡୁଡଲ ପ୍ରଦର୍ଶିତ ହେବ। ଏନେଇ ଗୁଗଲର ସିଇଓ...

୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …

କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା...

ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍‌ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…

ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ...

ଜି ୭ର ଗ୍ଲୋବାଲ୍‌ ଇନ୍‌ଫ୍ରା ପ୍ଲାନ୍‌

କାର୍ବିିସ ବେ (ବ୍ରିଟେନ), ୧୩।୬: ଚାଇନାର ବେଲ୍ଟ ଆଣ୍ଡ ରୋଡ୍‌ ଭିତ୍ତିଭୂମି ପ୍ରକଳ୍ପକୁ ଜି୭ ରାଷ୍ଟ୍ରଗୋଷ୍ଠୀ ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏଠାରେ ଅନୁଷ୍ଠିତ ଜି୭...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ
Next Post Next post:
‘ପିନାକ୍‌’ର ସଫଳ ପରୀକ୍ଷଣ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts