E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଆମେରିକା କଥା ଶୁଣି ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା
6:33 pmJune 26, 2021June 27, 2021

ଓ୍ବାଶିଂଟନ,୨୬ା୬: ଚାଇନା ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ତିକ୍ତତା ମଧ୍ୟରେ ଆମେରିକାର ଏକ ବିବୃତ୍ତି ନିଶ୍ଚିତ ଭାବରେ ପାକିସ୍ତାନ ଏବଂ ଚାଇନାର ମନକୁ ଅଶାନ୍ତ କରିବ। ଆମେରିକା କହିଛି ଯେ, ବିଶ୍ୱବ୍ୟାପୀ ଭାରତ ଆମର ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଆମେ ଅନେକ ଅର୍ଥନୈତିକ, ରଣନୀତିକ ଏବଂ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗରେ ଭାରତ ସହିତ ଘନିଷ୍ଠ ଭାବରେ କାର୍ଯ୍ୟ କରୁଛୁ। ହ୍ବାଇଟ୍‌ ହାଉସର ପ୍ରେସ ମୁଖପାତ୍ର ଜେନ୍‌ ସାକି କହିଛନ୍ତି ଯେ, କରୋନା ବିରୋଧରେ ଲଢ଼ିବାରେ ଆମେରିକା ଭାରତକୁ ସାହାଯ୍ୟ କରିବା ପାଇଁ ଅନେକ ପଦକ୍ଷେପ ନେଉଛି। ଏହି ମହାମାରୀର ମୁକାବିଲା ପାଇଁ ଆମେ ଭାରତକୁ ସବୁ ପ୍ରକାରରେ ସାହାଯ୍ୟ କରୁଛୁ। ତାଙ୍କ ବିବୃତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ଚାଇନା କ୍ରମାଗତ ଭାବରେ ସୀମାରେ ଭାରତ ଉପରେ ଚାପ ପକାଉଛି। ଏଭଳି ପରିସ୍ଥିତିରେ ଭାରତ ସହିତ ଖୋଲାଖୋଲି ଭାବେ ଆମେରିକା ଆସିବା ଚାଇନା ଏବଂ ପାକିସ୍ତାନ ପାଇଁ ଚିନ୍ତାର କାରଣ ହୋଇପାରେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଗୋଟିଏ ଭୁଲ୍‌ ପାଇଁ କ୍ଷତି ହେଲା ୩୦ ହଜାର କୋଟି…

ଲିସବନ୍‌,୧୬।୬: ଗୋଟିଏ ଭୁଲ୍‌ ପାଇଁ ସାଙ୍ଗେ ସାଙ୍ଗେ ୩୦ ହଜାର କୋଟି ଟଙ୍କାର କ୍ଷତି ହୋଇଥିଲା। ପର୍ତ୍ତୁଗାଲ ଫୁଟବଲ ଟିମ୍‌ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍‌...

ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍‌ ଥିଲା

ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା...

୩୩୦ କୋଟି ଦେଲେ ସ୍କଟ୍‌

ଆମେରିକାର ଶିକାଗୋ ସହରରେ ଥିବା ୨ଟି କଲେଜକୁ ଆମାଜନ ପ୍ରତିଷ୍ଠାତା ଜେଫ୍‌ ବେଜୋସ୍‌ଙ୍କ ପୂର୍ବତନ ସ୍ତ୍ରୀ ମାକ୍‌କେଞ୍ଜି ସ୍କଟ୍‌ ୪୫ ମିଲିୟନ ଡଲାର (ପ୍ରାୟ ୩୩୦...

ଜି ୭ର ଗ୍ଲୋବାଲ୍‌ ଇନ୍‌ଫ୍ରା ପ୍ଲାନ୍‌

କାର୍ବିିସ ବେ (ବ୍ରିଟେନ), ୧୩।୬: ଚାଇନାର ବେଲ୍ଟ ଆଣ୍ଡ ରୋଡ୍‌ ଭିତ୍ତିଭୂମି ପ୍ରକଳ୍ପକୁ ଜି୭ ରାଷ୍ଟ୍ରଗୋଷ୍ଠୀ ପକ୍ଷରୁ ବିରୋଧ କରାଯାଇଛି। ଶନିବାର ଏଠାରେ ଅନୁଷ୍ଠିତ ଜି୭...

ରାଷ୍ଟ୍ରପତି ବାଇଡେନଙ୍କ ପୁଅ କଲ୍‌ଗର୍ଲଙ୍କୁ ଦେଲେ ୧୮ ଲକ୍ଷ ଟଙ୍କା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨୪ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନଙ୍କ ପୁଅ ହଣ୍ଟର ବାଇଡେନ ୨୦୧୮ରେ ଜଣେ କଲ୍‌ଗର୍ଲଙ୍କ ସହିତ ହୋଟେଲରେ ରାତି କଟାଇଥିଲେ। ଯାହାକି ତାଙ୍କ ପିତା ଜୋ-ବାଇଡେନଙ୍କ ଉପରେ...

ଶାରଳା ଆମେରିକାରେ ବିଚାରପତି

ଭାରତୀୟ ବଂଶୋଦ୍ଭବ ଶାରଳା ବିଦ୍ୟା ନାଗଲାଙ୍କୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କନେକ୍ଟିକଟ୍‌ ରାଜ୍ୟରେ ବିଚାରପତି ନିଯୁକ୍ତ କରିଛନ୍ତି। ନାଗଲା ୨୦୧୭ରୁ କନେକ୍ଟିକଟ୍‌ ଜିଲାର ଆମେରିକା...

‘ଟିକା ନ ନେଲେ ଭାରତ ଯାଅ’

ମାନିଲା, ୨୪।୬: ଯେଉଁମାନେ କୋଭିଡ୍‌ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି।...

କାଳ କୋଠରିରେ ବ୍ୟୁଟି କୁଇନ୍‌

ମେକ୍ସିକୋ ସିଟି,୧୩ା୬: ସରକାରଙ୍କ ପକ୍ଷରୁ ଅଣାଯାଇଥିବା ଅଭିଯୋଗ ସତ କି? ତୁମେ ଡ୍ରଗ୍ସ କିଙ୍ଗ୍‌ଙ୍କୁ ଜେଲରୁ ଫେରାର ହେବାରେ ସାହାଯ୍ୟ କରିଥିଲ କି ବୋଲି ଫେଡେରାଲ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କାର୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ୨ ଗୁରୁତର
Next Post Next post:
ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts