E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଚାଇନା ବ୍ଲଗରଙ୍କୁ ୮ ମାସ ଜେଲ
10:04 amJune 2, 2021

ବେଜିଂ, ୨ା୬: ଗଲଓ୍ବାନ ଘାଟିରେ ଗତବର୍ଷ ଜୁନ୍‌ରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷକୁ ନେଇ ନିଜ ବ୍ଲଗ୍‌ରେ ପୋଷ୍ଟ କରିଥିବା ଚାଇନିଜ୍‌ ବ୍ଲଗର କ୍ୟୁ ଜିମିଙ୍ଗ୍‌ଙ୍କୁ ସୋମବାର ୮ ମାସ ଜେଲ ଦଣ୍ଡାଦେଶ ହୋଇଛି। ‘ଶହୀଦଙ୍କୁ ବଦନାମ’ କରିବା ଅପରାଧରେ ଚାଇନା କୋର୍ଟ ତାଙ୍କୁ ଏହି ଦଣ୍ଡ ଦେଇଥିବା ‘ଗ୍ଲୋବାଲ ଟାଇମ୍ସ’ରେ ରିପୋର୍ଟ ପ୍ରକାଶ ପାଇଛି। ଇଣ୍ଟରନେଟ୍‌ ସେଲିବ୍ରିଟି ୩୮ ବର୍ଷୀୟ ଜିମିଙ୍ଗ୍‌ଙ୍କ ପ୍ରାୟ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ଫଲୋଅର୍ସ ରହିଛନ୍ତି।
ଲଦାଖ ସୀମାନ୍ତ ଗଲଓ୍ବାନ ଉପତ୍ୟାକାରେ ସଂଘର୍ଷବେଳେ ୪୫ ପିଏଲ୍‌ଏ ସୈନିକଙ୍କ ମୃତ୍ୟୁ ଘଟିଥିବା ରୁଷିଆର ନ୍ୟୁଜ୍‌ ଏଜେନ୍ସି ଟିଏଏସ୍‌ଏସ୍‌ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଥିଲା। କିନ୍ତୁ ଏହି ସଂଘର୍ଷରେ ନିଜର ମାତ୍ର ୪ ସୈନ୍ୟ ନିହତ ହୋଇଥିବା ନେଇ ଚାଇନା କହିଥିଲା। ଚାଇନା ସରକାର ସେମାନଙ୍କ ପ୍ରକୃତ ସଂଖ୍ୟା ଲୁଚାଇଛନ୍ତି ବୋଲି ଜିମିଙ୍ଗ୍‌ ବ୍ଲଗରେ ପୋଷ୍ଟ କରିଥିଲେ। ସଂଘର୍ଷବେଳେ ଅଧିକ ସଂଖ୍ୟାରେ ପିଏଲ୍‌ଏ ସୈନ୍ୟ ନିହତ ହୋଇଥିବା ଜିମିଙ୍ଗ୍‌ କହିଥିଲେ। ଶାସକ କମ୍ୟୁନିଷ୍ଟ ପାର୍ଟି ସମେତ ଚାଇନା ସୈନ୍ୟଙ୍କ ବୀରତ୍ୱ ଉପରେ ସେ ପ୍ରଶ୍ନ ଉଠାଇଥିଲେ। ଭାରତୀୟ ଯବାନଙ୍କ ସାମ୍‌ନାରେ ଚାଇନା ସୈନ୍ୟ ଡରିଯିବା ସହ ସେମାନଙ୍କ ସହ ମୁକାବିଲା କରିପାରି ନ ଥିଲେ ବୋଲି ଜିମିଙ୍ଗ୍‌ କହିଥିଲେ। ଜିମିଙ୍ଗ୍‌ ନିଜ ଭୁଲ ସ୍ବୀକାର କରିବା ସହ ଭବିଷ୍ୟତରେ ଏଭଳି ଅପରାଧ କରିବେ ନାହିଁ ବୋଲି କହିବା ପରେ ତାଙ୍କୁ ଅଳ୍ପ ଦିନର ଜେଲ ଦଣ୍ଡ ନିର୍ଦ୍ଦେଶ ଦିଆଯାଇଥିବା କୋର୍ଟ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

୨୦୨୩ ପର୍ଯ୍ୟନ୍ତ ଫେସବୁକ୍‌ ବ୍ୟବହାର କରିପାରିବେ ନାହିଁ ଟ୍ରମ୍ପ

ଓ୍ବାଶିଂଟନ,୪।୬: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅତିକମ୍‌ରେ ୨୦୨୩ ପର୍ଯ୍ୟନ୍ତ ଫେସ୍‌ବୁକ ବ୍ୟବହାର କରିପାରିବେ ନାହିଁ। କାରଣ ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ତାଙ୍କୁ...

ମହିଳାଙ୍କ ଶରୀରରେ ୨୧୬ ଦିନ ରହି ୩୦ ଥର ମ୍ୟୁଟେଶନ କଲା କରୋନା ଭୂତାଣୁ …

ଜୋହାନ୍ସବର୍ଗ,୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ଭୂତାଣୁ କିଭଳି ଜଣେ ୩୬ ବର୍ଷ ବୟସ୍କା ଏଚ୍‌ଆଇଭି ପଜିଟିଭ୍‌...

ଉହାନ ଲାବ୍‌ ପ୍ରଘଟ ସୂତ୍ର ବିଶ୍ୱସନୀୟ ହେଲା କିପରି

ଓ୍ବାଶିଂଟନ,୨୫।୬: କରୋନା ମହାମାରୀ ସାରା ବିଶ୍ୱରେ ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି। ତେବେ ଏହି ଭୂତାଣୁର ମୂଳ ଉତ୍ସ ଏବେ ବି ରହସ୍ୟାବୃତ...

କରୋନାକୁ ନେଇ ଏହି ଦେଶର ଚିନ୍ତା ନାହିଁ

ଓ୍ବାଶିଂଟନ,୨୩ା୬: ସମଗ୍ର ବିଶ୍ୱରେ କରୋନା ମହାମାରୀ ବହୁ କ୍ଷତି ଘଟାଇଲାଣି। ଇତିମଧ୍ୟରେ ଅନେକ ଦେଶରେ ନାନା ସମସ୍ୟା ମଧ୍ୟରେ ଗତି କରୁଛନ୍ତି। ଯେଉଁଥିରେ ଶକ୍ତିଶାଳୀ ଆମେରିକା...

ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ

ଲଣ୍ଡନ,୨ା୬: ମାର୍ଚ୍ଚ ୨୦୨୦ ପରଠାରୁ ବ୍ରିଟେନରେ କରୋନା ଜନିତ ମୁତ୍ୟୁ ହୋଇନାହିଁ। ପ୍ରଥମ ଥର ପାଇଁ ବ୍ରିଟେନରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି।...

ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ

ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍‌ରେ...

୧୧ ସହ ଗୁଣନର ସରଳ ଟ୍ରିକ୍‌

ଓଣ୍ଟାରିଓ, ୭ା୬: କାନାଡା ଓଣ୍ଟାରିଓର ଜଣେ ଗଣିତ ଶିକ୍ଷୟିତ୍ରୀ ୧୧ ସହ ଯେକୌଣସି ସଂଖ୍ୟାର ଗୁଣନ ମାତ୍ର କିଛି ସେକେଣ୍ଡରେ କରିବା ପାଇଁ ଏକ ସରଳ...

ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍‌ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…

ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଣ୍ଡା ଖାଇ ଟ୍ରୋଲ୍‌ ହେଲେ ବିରାଟ କୋହଲି
Next Post Next post:
ସିନୋଭାକ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts