ପାଟନା,୧୫।୬: କରୋନା ସଂକ୍ରମଣ ପରେ ଏବେ ବିହାର ରାଜନୀତି ପୁରା ସରଗରମ ରହିଛି। ମଙ୍ଗଳବାର ଚିରାଗ ପାସଓ୍ବାନଙ୍କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି। ଏହାପରେ ତାଙ୍କ ସମର୍ଥକମାନେ ପାଟନା ସ୍ଥିତ ଏଲ୍ଜେପି କାର୍ଯ୍ୟାଳୟରେ ହଙ୍ଗାମା କରିଥିବା ଜଣାପଡ଼ିଛି। ଅନ୍ୟପଟେ ଏହି ବୈଠକ ପୂର୍ବରୁ ଚିରାଗ କକା ପଶୁପତି ପାରସଙ୍କ ନାଁରେ ଏକ ଭାବପ୍ରବଣ ଟୁଇଟ କରିଥିଲେ। ଯେଉଁଥିରେ ଚିରାଗ ଲେଖିଛନ୍ତି, ବାପା ରାମବିଳାସ ପାସଓ୍ବାନ ଗଢ଼ିଥିବା ଏହି ଦଳ ଓ ପରିବାରକୁ ଏକାଠି ରଖିବାର ଉଦ୍ୟମରେ ସେ ବିଫଳ ହୋଇଛନ୍ତି। ଦଳ ମା’ ପରି ଆଉ ମା’ ସହ ବେଇମାନି କରିବା ଉଚିତ୍ ନୁହେଁ। ଗଣତନ୍ତ୍ରରେ ଜନତା ସର୍ବୋପରି। ତେବେ ଦଳ ଉପରେ ନିଜର ଆସ୍ଥା ରଖିଥିବା ଲୋକଙ୍କୁ ଚିରାଗ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ ଏକ ଚିଠି ଶେୟାର କରିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.