ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ ହେବା ପରେ ମାମଲା ରୁଜୁ ହୋଇଛି। ଭିଡିଓ ଭାଇରାଲ ହେବାର ୨ ସପ୍ତାହ ପରେ ପୀଡ଼ିତାଙ୍କ ପରିବାର ବର୍ଗ ଅପରାଧ ସମ୍ପର୍କରେ ଜାଣିବାକୁ ପାଇଥିଲେ।
ମାମଲା ରୁଜୁ ହେବା ପରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ୯ ଅଭିଯୁକ୍ତଙ୍କ ମଧ୍ୟରୁ ୫ ଜଣ ପୀଡ଼ିତାଙ୍କ ନିକଟ ସମ୍ପର୍କୀୟ। ସେମାନଙ୍କ ବୟସରୁ ୧୦ରୁ ୧୨ ବର୍ଷ। ପୀଡ଼ିତାଙ୍କ ପରିବାର ପକ୍ଷରୁ କରାଯାଇଥିବା ଅଭିଯୋଗ ଅନୁଯାୟୀ, ରଓ୍ବୋରି ଜିଲାରେ ଗତ ୨୪ ତାରିଖରେ ଏହି ଅପରାଧ ଘଟିଥିଲା। ୫ମ ଶ୍ରେଣୀରେ ପଢ଼ୁଥିବା ଝିଅ ଘର ବାହାରେ ଖେଳୁଥିବାବେଳେ ଅଭିଯୁକ୍ତମାନେ ତାଙ୍କୁ ଅପହରଣ କରି ନେଇଥିଲେ।
ଅଭିଯୁକ୍ତମାନେ ପୀଡ଼ିତାଙ୍କୁ ଗାଁର ଖାଲି ପଡ଼ିଥିବା ସ୍କୁଲକୁ ନେଇ ବଳାତ୍କାର କରିଥିଲେ। ଅପରାଧର ଭିଡିଓ ଶୁଟ କରିଥିଲେ ଜଣେ ୧୮ ବର୍ଷୀୟ ଅଭିଯୁକ୍ତ। ଏହାପରେ ଦୁଇ ନାବାଳକ ଏହାକୁ ଭାଇରାଲ କରିଥିଲେ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.