E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ
4:59 pmJune 1, 2021

ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି ନାହିଁ ସେନେଇ ଆଲୋଚନା କରାଯିବ। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କେନ୍ଦ୍ର ସରକାରଙ୍କୁ ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ ଦାବି କରିଛନ୍ତି। ପିଲାର କାର୍ଯ୍ୟଦକ୍ଷତା ଆଧାରରେ ମୂଲ୍ୟାଙ୍କନ କରାଯାଉ ବୋଲି ସେ କହିଛନ୍ତି। ଏଥିସହ ସେ କହିଛନ୍ତି, ଦ୍ୱାଦଶ ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତିତ ଅଛନ୍ତି। ବିନା ଟିକାକରଣରେ ପରୀକ୍ଷା ନ ହେଉ ବୋଲି ଅଭିଭାବକ ଚାହୁଁଛନ୍ତି। ତେଣୁ କେଜରିଓ୍ବାଲ ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ରସରକାରଙ୍କୁ ନିବେଦନ କରିଛନ୍ତି। ଏଥିସହ ଗତବର୍ଷ ପରୀକ୍ଷାରେ ପିଲାର ଦକ୍ଷତା ଆଧାରରେ ମୂଲ୍ୟାଙ୍କନ କରାଯାଉ ବୋଲି କେଜରିଓ୍ବାଲ କେନ୍ଦ୍ରକୁ ନିବେଦନ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

କୋଭିଡ୍‌ ଅନାଥଙ୍କ ପାଇଁ ଯୋଜନା କ’ଣ

ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ...

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର...

ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍‌ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ...

କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ

ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା...

ଟିକାଦାନ ଏବେ ଭୋଟ୍‌ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ...

ଚୋକ୍‌ସିଙ୍କ ପ୍ରତ୍ୟର୍ପଣ: ଖାଲି ହାତରେ ଫେରୁଛି ଭାରତର ପ୍ରତିନିଧି ଦଳ

ନୂଆଦିଲ୍ଲୀ,୪।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ପ୍ରତ୍ୟର୍ପଣରେ ଆହୁରି ବିଳମ୍ବ ହେବ। ପିଏନ୍‌ବି ବ୍ୟାଙ୍କରୁ ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଆଣିବାକୁ...

ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ଉଦ୍ଧବ

ମୁମ୍ବାଇ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଙ୍ଗଳବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଗୃହମନ୍ତ୍ରୀ ଦଲୀପ ପାଟିଲ ସୋମବାର ଏହି...

ଭାକ୍ସିନ୍‌ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍‌ ଦାମ୍‌ ୯୦୦ରୁ ୧୪୦୦ ଟଙ୍କା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ବୁଧବାର, ଜୁନ୍ ୨ ତାରିଖ – Daily Horoscope
Next Post Next post:
ଜାମିନ୍‌ରେ ମୁକୁଳି କରନ୍‌ଙ୍କ ପାଲଟା ଅଭିଯୋଗ: ମୋତେ ଫସାଇବା ପାଇଁ ସ୍ତ୍ରୀ ନିଜେ କାନ୍ଥରେ ନିଜ ମୁଣ୍ଡ ପିଟିଥିଲେ, ପରିବାରକୁ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts