ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍ଇ ଓ ଆଇସିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିର୍ଣ୍ଣୟ ନିଆଯାଇଥିଲା। ତେବେ କେନ୍ଦ୍ରର ଏହି ନିଷ୍ପତ୍ତି ପରେ ମଧ୍ୟପ୍ରଦେଶରେ ପରୀକ୍ଷାକୁ ନେଇ ଏକ ବଡ଼ ଘୋଷଣା କରାଯାଇଛି। କେନ୍ଦ୍ର ପରେ ଏବେ ମଧ୍ୟପ୍ରଦେଶ ସରକାର ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ବୁଧବାର ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ ଘୋଷଣା କରିଛନ୍ତି। ଶିକ୍ଷାମନ୍ତ୍ରୀଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ପୂର୍ବରୁ ଗୁଜରାଟ ସରକାର ମଧ୍ୟ ମହାମାରୀକୁ ଦୃଷ୍ଟିରେ ରଖି ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ବାତିଲ କରିଥିଲେ। ତେବେ ଗୁଜରାଟ ଓ ମଧ୍ୟପ୍ରଦେଶ ପରେ ଏବେ ସମସ୍ତଙ୍କ ନଜର ଉତ୍ତରପ୍ରଦେଶ ଏବଂ ବିହାର ବୋର୍ଡ ଉପରେ ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.