E-Paper
  • logo
  • Friday 29th May 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ
11:24 amJune 4, 2021

ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ ପାଇବାରେ ଲାଗିଛି। ଗତ ୨ମାସ ମଧ୍ୟରେ ପ୍ରଥମ ଥର ଉତ୍ତରପ୍ରଦେଶରେ ୧୫୦୦ରୁ କମ୍‌ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଗ୍ରାଫ୍‌ ତଳକୁ ଖସିବା ପରେ ବନ୍ଦ ପଡ଼ିଥିବା ଓପିଡି ସେବାକୁ ପୁଣି ଚାଲୁ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭର୍ଚୁଆଲ ମାଧ୍ୟମରେ ଏକ ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମେଡିକାଲ କଲେଜ ଓ ହସ୍ପିଟାଲର ସମୀକ୍ଷା କରି ଏହି ନିଷ୍ପତ୍ତି ନେଇଛନ୍ତି। ଗତ ୨ମାସରୁ ହସ୍ପିଟାଲରେ ବନ୍ଦ ପଡ଼ିଥିବା ଜେନେରାଲ ଓପିଡି ସେବାକୁ ସାଧାରଣ ଜନତାଙ୍କ ପାଇଁ ଖୋଲିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହିକ୍ରମରେ ଶୁକ୍ରବାରଠାରୁ ରାଜ୍ୟର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ଗୋଷ୍ଠୀ ସ୍ବାସ୍ଥ୍ୟାକେନ୍ଦ୍ରରେ ଥିବା ଓପିଡି ସେବାକୁ କୋଭିଡ ଗାଇଡଲାଇନ୍‌ ନିୟମ ଅନୁସାରେ ଖୋଲାଯାଇଛି।

 


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…

ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ...

୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍‌

ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍‌ ଉପହାର ସ୍ବରୂପ ପ୍ରଦାନ...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ

ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍‌ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ...

ଟିକା ପାଇଁ କମ୍ପାନୀ ରିହାତି

ବେଙ୍ଗାଲୁରୁ, ୨୪।୬: କୋଭିଡ୍‌ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା...

ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍‌ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର...

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ...

ଶୁଭେନ୍ଦୁଙ୍କ ବିରୋଧରେ ଚୋରି ଅଭିଯୋଗ…

କୋଲକାତା,୬।୬: ପଶ୍ଚିମବଙ୍ଗ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଏବଂ ତାଙ୍କ ଭାଇ ସୌମେନ୍ଦୁ ଅଧିକାରୀଙ୍କ ବିରୋଧରେ ଚୋରି ଅଭିଯୋଗ ହୋଇଛି। ସେମାନେ ସ୍ଥାନୀୟ କାଣ୍ଠି ମ୍ୟୁନିସିପାଲିଟି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ଯଦି ମହଙ୍ଗା ହେଉଛି ଖାଇବା-ପିଇବା, ପେଟ୍ରୋଲ ପକାଇବା ଛାଡିଦିଅନ୍ତୁ’
Next Post Next post:
୭୫୦ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ନିଯୁକ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts