ଭୁବନେଶ୍ୱର: ଓଡ଼ିଶା କୋଲ୍ ଆଣ୍ଡ ପାଓ୍ବାର ଲିମିଟେଡ୍ (ଓସିପିଏଲ୍) ମନୋହରପୁର ଖଣିରୁ ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି)କୁ କୋଇଲା ଯୋଗାଣ ଶୁଭାରମ୍ଭ ହୋଇଛି। ଓସିପିଏଲ୍ ଗତବର୍ଷଠାରୁ କୋଇଲା ଉତ୍ପାଦନ କରିଆସୁଛି। କିନ୍ତୁ ରେଳ ଯୋଗାଯୋଗର ସୁବିଧା ନ ଥିବାରୁ ଓପିଜିସିକୁ କୋଇଲା ଯୋଗାଇବା ସମ୍ଭବପର ହେଉ ନ ଥିଲା। ଶକ୍ତି ବିଭାଗର ସଚିବ ନିକୁଞ୍ଜ ବିହାରୀ ଧଳ ଏବଂ ଓସିପିଏଲ୍ର ସିଇଓ ସାରିପୁତ୍ତ ମିଶ୍ରଙ୍କ ଚେଷ୍ଟାରେ ନିକଟରେ ଥିବା ଏ.ସି.ବି. ସାଇଡିଂରୁ ଓପିଜିସିକୁ କୋଇଲା ଯୋଗାଣ ସମ୍ଭବପର ହୋଇପାରିଛି। ଉଲ୍ଲେଖଯୋଗ୍ୟ, ଓପିଜିସି ତାପଜ ବିଦ୍ୟୁତ୍ କେନ୍ଦ୍ର ୟୁନିଟ-୩ କୋଇଲା ଯୋଗାଣ ଅଭାବକୁ ବନ୍ଦ ରହିଛି। ମନୋହରପୁର କୋଇଲା ଖଣିରୁ ଉତ୍କୃଷ୍ଟ ମାନର କୋଇଲା ଯୋଗାଣ ଫଳରେ ଓପିଜିସିର ୟୁନିଟ୍-୩ କାର୍ଯ୍ୟକ୍ଷମ ହୋଇପାରିବ। ଓସିପିଏଲ୍ କର୍ମଚାରୀମାନଙ୍କ ଉଦ୍ୟମକୁ ସବୁ ମହଲରୁ ଉଦ୍ୟମ କରାଯାଉଛି।
ମେ’ରେ ବ୍ୟବହାର ହୋଇଛି ୧୭% ଟିକା
ନୂଆଦିଲ୍ଲୀ,୧୩।୬: ସାରା ଦେଶ କୋଭିଡ୍ ମହାମାରୀ ଭୟରେ ଦିନ କାଟୁଛନ୍ତି। କୋଭିଡ୍ ଟିକା ନେବା ଦ୍ୱାରା ମହାମାରୀରୁ କିଛି ମାତ୍ରାରେ ସୁରକ୍ଷିତ ରହିପାରିବା ବୋଲି କୁହାଯାଇଛି।...
କାର୍ଯ୍ୟକାରୀ ଅପେକ୍ଷାରେ ଶ୍ରମ କୋଡ୍
ନୂଆଦିଲ୍ଲୀ: ଆଗାମୀ କିଛି ମାସରେ ୪ ଶ୍ରମ କୋଡ୍ ବିଲ୍ ଦେଶ ମଧ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ଆଇନକୁ ଲାଗୁ କରାଇବା ଲାଗି କେନ୍ଦ୍ର ସରକାର...
ସତର୍କ କଲା ଏସ୍ବିଆଇ: ଜୁନ୍ ୩୦ ମଧ୍ୟରେ କରି ନିଅନ୍ତୁ ଏହି କାମ; ନଚେତ…
ନୂଆଦିଲ୍ଲୀ,୨।୬: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସ୍ବିଆଇ) ଗ୍ରାହକମାନଙ୍କୁ ଜୁନ୍ ୩୦ ସୁଦ୍ଧା ସେମାନଙ୍କର ପାନ୍-ଆଧାର ଲିଙ୍କ୍ କରିବାକୁ କହିଛି। ଏହାଦ୍ୱାରା ସେମାନେ ଭବିଷ୍ୟତରେ କୌଣସି ପ୍ରକାରର...
ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨ ଗୁଣ ବଢ଼ିଲା
ନୂଆଦିଲ୍ଲୀ,୧୭।୬: ଚଳିତ ଆର୍ଥତ୍କ ବର୍ଷ ଅଦ୍ୟାବଧି ପ୍ରତ୍ୟକ୍ଷ ଟିକସ ସଂଗ୍ରହ ବେଶ୍ ଉନ୍ନତ ରହିଛି। ଆୟକର ବିଭାଗ ସୂଚନା ମୁତାବକ, ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨...
ଇନ୍ଧନ ଦର ବୃଦ୍ଧିରୁ ସମସ୍ୟା
ଭୁବନେଶ୍ୱର: ଦେଶରେ କ୍ରମାଗତ ଭାବେ ଇନ୍ଧନ ମୂଲ୍ୟ ବୃଦ୍ଧି ପାଇ ଚାଲିଛି। ଫଳରେ ଏହାର ପ୍ରଭାବ ବିଶେଷ ଭାବେ ପରିବହନ ବ୍ୟବସ୍ଥା ଉପରେ ପଡୁଛି। ପରିବହନ ଯୋଗୁ...
୧୩୪ କୋଟିର ବ୍ୟାଙ୍କ ଠକେଇ
ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ...
ମଲ୍ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ଏସ୍ସିଏଆଇ
ଭୁବନେଶ୍ୱର: କରୋନା ମହାମାରୀରେ ନିୟନ୍ତ୍ରଣ ଓ ସୁରକ୍ଷିତ ଭାବେ ମଲ୍ଗୁଡ଼ିକୁ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପ୍ରଦାନ ପାଇଁ ଶପିଂ ସେଣ୍ଟର ଆସୋସିଏଶନ ଅଫ୍ ଇଣ୍ଡିଆ...
ସ୍ବାସ୍ଥ୍ୟ ଭିତ୍ତିଭୂମିରେ ଖର୍ଚ୍ଚ ହୋଇପାରେ ୫୦ ହଜାର କୋଟି
ନୂଆଦିଲ୍ଲୀ,୧୭।୬: ଦେଶର ସ୍ବାସ୍ଥ୍ୟ ଭିତ୍ତିଭୂମିରେ ୫୦ ହଜାର କୋଟି ଟଙ୍କା ଖର୍ଚ୍ଚ ହୋଇପାରେ। କ୍ରେଡିଟ୍ ଇନସେନଟିଭ ବା ଋଣ ପ୍ରୋତ୍ସାହନ ଭାବେ ଏହାକୁ ଖର୍ଚ୍ଚ କରାଯିବ।...


