କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସୋମବାର ଦ୍ୱିପ୍ରହରରେ ହଠାତ୍ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିବାରୁ ପରିବାର ଲୋକେ ଏସ୍ସିବି ମେଡିକାଲରେ ଭର୍ତ୍ତି କରିଥିଲେ। ସେ ପୂର୍ବରୁ କେନ୍ଦ୍ର ସରକାରଙ୍କ କାର୍ଯ୍ୟଶୈଳୀ ଉପରେ ଅସନ୍ତୁଷ୍ଟ ହୋଇ ପଦ୍ମଶ୍ରୀ ପୁରସ୍କାର ଫେରାଇ ଦେଇଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.