E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

କୋପା ଆମେରିକାରେ କରୋନା ସଙ୍କଟ
8:02 amJune 17, 2021

ସାଓ ପାଉଲୋ,୧୭।୬(ଏପି): ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ କରୋନା ଆକ୍ରାନ୍ତ ବୃଦ୍ଧି ପରିଲକ୍ଷିତ ହୋଇଛି। ୩୩ ଜଣ ଖେଳାଳି ଓ ଷ୍ଟାଫ୍‌ଙ୍କ ସମେତ ମୋଟ ୫୨ଜଣ ସଂକ୍ରମିତ ହେବା କଥା ବ୍ରାଜିଲ ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ପୂର୍ବରୁ ୪୧ଟି କେସ ଦେଖାଦେଇଥିଲା। ଏବେ ଟୁର୍ନାମେଣ୍ଟରୁ ଆଉ ୧୯ ଜଣ ଓ୍ବାର୍କର ବା ଶ୍ରମିକ ସଂକ୍ରମିତ ହୋଇଛନ୍ତି ବୋଲି ମନ୍ତ୍ରଣାଳୟ ତରଫରୁ କୁହାଯାଇଛି।
କିଛି ଶ୍ରମିକ ବ୍ରାସିଲିଆରେ ରହୁଛନ୍ତି। ବ୍ରାଜିଲ ତା’ର ପ୍ରଥମ ମ୍ୟାଚ୍‌ରେ ଭେନିଜୁଏଲାକୁ ୩-୦ ଗୋଲରେ ହରାଇଥିଲା। ସେହିପରି ଆର୍ଜେଣ୍ଟିନା- ଚିଲି ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଥିଲା। ଭେନିଜୁଏଲା ଦଳ କରୋନା ଯୋଗୁ ପ୍ରଭାବିତ ହୋଇଥିଲା। କେତେଜଣ ଖେଳାଳି ଓ ଷ୍ଟାଫ୍‌ ଏଥିରେ ସଂକ୍ରମିତ ହୋଇଥିଲେ। ବଲିଭିଆ ଦଳର ମଧ୍ୟ ୩ଜଣ ଖେଳାଳି ଏଥିପାଇଁ ବାଦ୍‌ ପଡିଥିଲେ।
ଷ୍ଟ୍ରାଇକର ମାର୍ସେଲୋ ମାର୍ଟିନ୍ସ କରୋନା ପଜିଟିଭ ବୋଲି ବଲିଭିଆ ଗଣମାଧ୍ୟମ ଖବର ପ୍ରକାଶିତ କରିଥିଲା। ମାର୍ଟିନ୍ସ ଏଥିପାଇଁ ଦକ୍ଷିଣ ଆମେରିକା ଫୁଟ୍‌ବଲ ପ୍ରଶାସନିକ ସଂସ୍ଥା କନ୍‌ମେବୋଲଙ୍କୁ ଦାୟୀ କରିଥିଲେ। କେବଳ ସେତିକି ନୁହେଁ କଲମ୍ବିଆ, ପେରୁ ଓ ବଲିଭିଆର କେତେଜଣ ଷ୍ଟାଫ୍‌ କରୋନା ପଜିଟିଭ ବୋଲି ଜଣାପଡିଛି। କୋପା ଆମେରିକାରେ ୧୦ଟି ଦଳ ଅଂଶଗ୍ରହଣ କରିଛନ୍ତି। ଆୟୋଜକ ବ୍ରାଜିଲରେ ବିଶ୍ୱର ସବୁଠାରୁ ଅଧିକ କରୋନା ମାମଲା ଦେଖିବାକୁ ମିଳିଛି। ଏଥିରେ ମୋଟ ୪, ୯୦,୦୦୦ ପ୍ରାଣ ହରାଇଛନ୍ତି। ପ୍ରଥମେ କୋପା ଆମେରିକା ଆର୍ଜେଣ୍ଟିନା ଓ କଲମ୍ବିଆରେ ଖେଳାଯିବାର କାର୍ଯ୍ୟକ୍ରମ ଥିଲା। ତେବେ ଶେଷ ମୁହୂର୍ତ୍ତରେ ଏହି ମେଗା ଇଭେଣ୍ଟକୁ ବ୍ରାଜିଲରେ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫାଇନାଲ୍‌ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଝଟ୍‌କା

ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପୂର୍ବରୁ ନ୍ୟୁଜିଲାଣ୍ଡର ଦଳ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଖେଳୁଛି। ପ୍ରଥମ ଟେଷ୍ଟ ଡ୍ର ଥିଲା ଏବଂ ଦ୍ୱିତୀୟ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଶ୍ରେଷ୍ଠ ବୋଲର ଅଶ୍ୱିନ

ସାଉଥାମ୍ପଟନ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ସବୁଠୁ ସଫଳତମ ବୋଲର ଆଖ୍ୟା ପାଇଛନ୍ତି ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଦୁଇ ବର୍ଷ ଧରି ଖେଳାଯାଇଥିବା...

ଫର୍ମରେ ଥାଇ ମଧ୍ୟ ଡବ୍ଲୁଟିସି ଫାଇନାଲରୁ ବାଦ୍‌ ପଡିଲେ ଏହି ୫ ଖେଳାଳି

ଲଣ୍ଡନ,୧୬।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ପାଇଁ ଭାରତ ୧୫ ଜଣିଆ ଦଳ ଘୋଷଣା କରିଛି। ଦଳରେ ଇଂଲଣ୍ଡ ଗସ୍ତରେ ଯାଇଥିବା ୨୦ ଖେଳାଳିଙ୍କ ମଧ୍ୟରୁ...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପୂର୍ବରୁ ସାକ୍ଷାତକାର ନେଲେ ସ୍ତ୍ରୀ, ବୁମ୍‌ରା ପଚାରିଲେ- ମୁଁ ଆପଣଙ୍କୁ ପୂର୍ବରୁ କେଉଁଠି ଦେଖିଛି କି?

ସାଉଥାମ୍ପଟନ,୧୭।୬: ଚଳିତ ବର୍ଷ ଫେବୃୟାରୀରେ ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଲୋକପ୍ରିୟ ଟେଲିଭିଜନ ଉଦ୍‌ଘୋଷିକା ସଞ୍ଜନା ଗଣେଶନଙ୍କୁ ବିବାହ କରିଥିଲେ। ଉଭୟ ବିବାହ ପର୍ଯ୍ୟନ୍ତ...

ୟୁରୋକପ୍‌ ଫୁଟ୍‌ବଲ:ଅଷ୍ଟ୍ରିଆକୁ ହରାଇ ନେଦରଲାଣ୍ଡ୍ସ ନକ୍‌ଆଉଟ୍‌ରେ

ଆମଷ୍ଟରଡାମ,୧୯।୬: ୟୁରୋକପ୍‌ରେ ଗୁରୁବାର ନେଦରଲାଣ୍ଡ୍ସ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ସ୍ଥାନୀୟ ଆମଷ୍ଟରଡାମ ଏରିନାରେ ଖେଳାଯାଇଥିବା ମ୍ୟାଚ୍‌ରେ ନେଦରଲାଣ୍ଡ୍ସ ୨-୦ ଗୋଲରେ ଅଷ୍ଟ୍ରିଆକୁ ହରାଇଛି।...

ଦିନିକିଆ ବିଶ୍ୱକପ୍‌ରେ ଖେଳିବେ ୧୪ ଦଳ

ନୂଆଦିଲ୍ଲୀ, ୧।୬: ୨୦୨୭ ଓ ୨୦୩୧ ଦିନିକିଆ ବିଶ୍ୱକପ୍‌ରେ ୧୪ ଦଳକୁ ସାମିଲ କରାଯିବ। ଏ ନେଇ ଅନ୍ତର୍ଜାତୀୟକ କ୍ରିକେଟ କାଉନ୍‌ସିଲ (ଆଇସିସି) ପକ୍ଷରୁ ମଙ୍ଗଳବାର...

ପଡିଆରେ ଟାଓ୍ବେଲ୍‌ ପିନ୍ଧି ଫିଲ୍ଡିଂ କଲେ ସାମି: ଦେଖନ୍ତୁ ଭିଡିଓ

ସାଉଥାମ୍ପଟନ୍‌,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିଅନ୍‌ଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ଭାରତୀୟ ଦ୍ରୁତ ବୋଲର୍‌ ମହମ୍ମଦ ସାମି ଜବରଦସ୍ତ ବୋଲିଂ କରିଛନ୍ତି। ସେ ୪ଟି ଉଇକେଟ୍‌ ନେଇ ଭାରତୀୟ ଦଳକୁ...

ଦର୍ଶକଙ୍କୁ ଖୁସି ଖବର ଦେଲା ଆଇସିସି: ୮ ବର୍ଷ ଭିତରେ ହେବ ୧୦ଟି ବିଶ୍ୱକପ୍‌!

ଦୁବାଇ,୨।୬: ଆଇସିସି କ୍ରିକେଟ ପରିଷଦ (ଆଇସିସି) ବୈଠକରେ ଅନେକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଆଇସିସି ଆସନ୍ତା ୮ ବର୍ଷ ପାଇଁ ଫ୍ୟୁଚର ଟୁର୍‌ ପ୍ରୋଗ୍ରାମ (ଏଫଟିପି)...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ
Next Post Next post:
ଦ୍ୱିତୀୟ ସିଡ୍‌ଙ୍କୁ ହରାଇଲେ ବୋପାନ୍ନା-ଶରନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts