E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ

ହାତଗଣ୍ଠି ପୂର୍ବରୁ ଉଠିଲା କୋକେଇ
7:39 pmJune 18, 2021

ଭଦ୍ରକ ଅଫିସ,୧୮।୬: ଶୁକ୍ରବାର ଥିଲା ବାହାଘର। ଏନେଇ ଘରେ ଚାଲିଥିଲା ପ୍ରସ୍ତୁତି। ବେଶ୍‌ ଖୁସି ଥିଲେ ପରିବାର ଲୋକ। ହେଲେ ବିଧିର ବିଧାନ ଥିଲା ଭିନ୍ନ। ବାହାଘରର ପୂର୍ବରୁ ଉଠିଲା କୋକେଇ। କରୋନା ଛଡ଼ାଇ ନେଲା ଖୁସି। ଘରେ ଏବେ ଶୋକର ଛାୟା। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ଭଦ୍ରକ ଜିଲା ଧାମନଗର ବ୍ଲକ ଅସୁରାଳି ଅଞ୍ଚଳର ନାଥସାହିରେ।
ପ୍ରକାଶ ଯେ, ପ୍ରାଣବନ୍ଧୁ ନାଥଙ୍କ ପୁଅ ଚନ୍ଦ୍ରମଣି (୨୮)ଙ୍କ ଗତ ୧୧ ତାରିଖରେ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା। ଏହାର ୩ ଦିନ ପୂର୍ବରୁ ଲଗ୍ନ ହୋଇଥିଲା। ହେଲେ ପରଦିନ ହଠାତ୍‌ ଜ୍ୱର ହେବାରୁ କରୋନା ଟେଷ୍ଟ କରାଯିବା ପରେ ପଜିଟିଭ୍‌ ଆସିିଥିଲା। ସେଥିପାଇଁ ବିବାହ ଘୁଞ୍ଚାଇ ୧୮ ତାରିଖ ଅର୍ଥାତ୍‌ ଶୁକ୍ରବାରକୁ ଧାର୍ଯ୍ୟ କରିଥିଲେ ଉଭୟ ପରିବାର। ହେଲେ ହଠାତ୍‌ ୧୪ ତାରିଖରେ ଚନ୍ଦ୍ରମଣି ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ପରିବାର ଲୋକ ଘରକୁ ଡାକ୍ତର ଡାକାଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଚନ୍ଦ୍ରମଣିଙ୍କ ଅକ୍ସିଜେନ ଲେବୁଲ କମି ଯାଉଥିବା ଡାକ୍ତର କହିଥିଲେ। ତାଙ୍କୁ ଡାକ୍ତରଖାନା ନେବା ପାଇଁ ପରିବାର ଲୋକେ ପ୍ରସ୍ତୁତ ହେଉଥିବା ବେଳେ ଚନ୍ଦ୍ରମଣିଙ୍କ ମୃତ୍ୟୁ ଘଟିଥିଲା। କରୋନା ଭୟରେ ଶେଷକୃତ୍ୟ ପାଇଁ ଗ୍ରାମବାସୀ କେହି ଆସି ନ ଥିଲେ। ଫଳରେ ସ୍ଥାନୀୟ ସରପଞ୍ଚ ନିମାଇଁ ଚରଣ ନାୟକ, ବ୍ଲକ ପ୍ରଶାସନ ଓ ମେଡ଼ିକାଲ କର୍ମଚାରୀଙ୍କ ସହଯୋଗରେ ଅନ୍ତିମ ସଂସ୍କାର କରାଯାଇଥିଲା। ଏଭଳି ଏକ ଦୁଃଖଦ ଘଟଣା ଅଞ୍ଚଳବାସୀଙ୍କୁ ମ୍ରିୟମାଣ କରିଛି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ View All

ବିପଦରେ ଚିଲିକା, ସୌନ୍ଦର୍ଯ୍ୟ କମୁଛି

ଛତ୍ରପୁର,୮।୬(ଡି.ଏନ୍‌.ଏ.): ଚିଲିକାରେ ବେଆଇନ ଚିଙ୍ଗୁଡ଼ି ଘେରି ଓ ଚିଙ୍ଗୁଡ଼ି ଚାଷ ଲାଗି ହ୍ରଦର ସୌନ୍ଦର୍ଯ୍ୟ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଏଥିନେଇ ଏହାକୁ ଉଚ୍ଛେଦ...

ଗଞ୍ଜାମରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା: ପୁଣି ନେଲା ୩ ମୁଣ୍ଡ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉ ନାହିଁ। ସୋମବାର ପୁଣି ଜିଲାରୁ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି।...

୭ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ ଜିଲାରେ ତରଳ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟ ଏବଂ ୭ଟି ପିଏସ୍‌ଏ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।...

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର...

୧୮ରୁ ୪୪ ବର୍ଷୀୟଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା ୮ରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ରାଜଧାନୀରେ ୧୮ରୁ ୪୪ ବର୍ଷୀୟଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତୁତି କରାଯାଇଛି। ଆସନ୍ତା ୮ ତାରିଖରୁ ଏନେଇ...

୧୮ରୁ ଊର୍ଦ୍ଧ୍ୱ ସମସ୍ତଙ୍କ ପାଇଁ ଆରମ୍ଭ ହେଲା ସ୍ଲଟ୍‌ ବୁକିଂ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଅନ୍‌ଲାଇନ୍‌ରେ ଆରମ୍ଭ ହୋଇଛି ସ୍ଲଟ୍‌ ବୁକିଂ। ୪୫ରୁ ଊର୍ଦ୍ଧ୍ୱ ବର୍ଗର ହିତାଧିକାରୀ ସେମାନଙ୍କ ପ୍ରଥମ...

ଡଷ୍ଟବିନ୍‌ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା

ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ...

ରାଜ୍ୟରେ ଆଜି ୩,୮୦୬ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ କରୋନା ଆକ୍ରାନ୍ତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଆଇପିଏଲ ପାଇଁ ଖୁସି ଖବର
Next Post Next post:
ଓଡ଼ିଶା: ଆଜିର ଫଟୋ ( ଜୁନ୍ ୧୮, ୨୦୨୧ )

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts