E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inବାଣିଜ୍ୟ

କୋଲ୍‌ ଇଣ୍ଡିଆ ଦେଇପାରେ ଅତିରିକ୍ତ ଡିଭିଡେଣ୍ଡ
8:58 amJune 14, 2021

ନୂଆଦିଲ୍ଲୀ: କୋଲ୍‌ ଇଣ୍ଡିଆ ଏହାର ଅଂଶୀଦାରଙ୍କୁ ୨୦ରୁ ୨୫ ପ୍ରତିଶତ ଅତିରିକ୍ତ ଡିଭିଡେଣ୍ଡ ଦେଇପାରେ। ସୋମବାର ହେବାକୁ ଥିବା କମ୍ପାନୀର ବୋର୍ଡ ବୈଠକରେ ଏ ନେଇ ଘୋଷଣା ହୋଇପାରେ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ବରିଷ୍ଠ ଅଧିକାରୀ ନାମ ଗୋପନ ରଖି ସୂଚନା ଦେଇଛନ୍ତି। ୨୦୨୦-୨୧ ଆର୍ଥତ୍କ ବର୍ଷ ୪ର୍ଥ ତ୍ରୈମାସ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଏଠାରେ ମଧ୍ୟ ଘୋଷଣା କରାଯିବ। ଗତ ଆର୍ଥତ୍କ ବର୍ଷ ଲାଗି ଉତ୍ପାଦନ ଏବଂ ଡେସପାଚ୍‌ ଲକ୍ଷ୍ୟ ହାସଲ କରିବାରେ କମ୍ପାନୀ ବିଫଳ ହୋଇଛି। ମାତ୍ର ୧୩ ହଜାର କୋଟି ଟଙ୍କାର ସଂଶୋଧିତ ପୁଞ୍ଜି ବ୍ୟୟ ଲକ୍ଷ୍ୟକୁ କମ୍ପାନୀ ହାସଲ କରିବାକୁ ସକ୍ଷମ ହୋଇଛି। ଅଧିକାରୀ ଜଣକ କହିଛନ୍ତି, ଲାଭାଂଶର ଏକ ଅଂଶ ଘୋଷଣା କରିବାକୁ ପ୍ରୟାସ ହୋଇପାରେ। ପୂର୍ବରୁ ହୋଇଥିବା ଅନ୍ତରୀଣ ଲାଭାଂଶଠାରୁ ଏହା କମ୍‌ ହୋଇପାରେ।


[mc4wp_form id="252536"] All Right Reserved By Dharitri.Com

Posted inବାଣିଜ୍ୟ View All

ଭର୍ଚୁଆଲ କରେନ୍ସି ବିଟ୍‌କଏନ ଏବେ ଏଲ୍‌ ସାଲଭେଡରରେ ହେବ ଲାଗୁ…

ସାନ୍‌ ସାଲଭେଡର, ୯।୬: ସେଣ୍ଟ୍ରାଲ ଆମେରିକାର ଦେଶ ଏଲ ସାଲଭେଡର ଭର୍ଚୁଆଲ କରେନ୍ସି ବିଟ୍‌କଏନ ବୈଧ କରିବାକୁ ଯୋଜନା ହୋଇଛି। ପୂର୍ବରୁ ରାଷ୍ଟ୍ରପତି ନାଏବ ବୁକେଲେ...

ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାର ଚିନ୍ତାଜନକ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ଡି. ସୁବାରାଓ ଦେଶ ମଧ୍ୟରେ ଅସନ୍ତୁଳିତ ଆର୍ଥିକ ପୁନରୁଦ୍ଧାରକୁ ନେଇ ଚିନ୍ତାପ୍ରକଟ କରିଛନ୍ତି। କରୋନା ମହାମାରୀ ଯୋଗୁ ଦେଶରେ...

୫ଜି ଟେକ୍ନୋଲୋଜି ସୁରକ୍ଷିତ:ସିଓଏଆଇ

ନୂଆଦିଲ୍ଲୀ: ଆଗାମୀ ଦିନରେ ଆସିବାକୁ ଥିବା ୫ଜି ଟେକ୍ନୋଲୋଜି ସୁରକ୍ଷିତ। ସ୍ବାସ୍ଥ୍ୟ ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ। ବର୍ତ୍ତମାନ ଭ୍ରାନ୍ତ ଧାରଣା ଏବଂ ଗୁଜବ...

ରେଲଓ୍ବେକୁ ମିଳିବ ୫ ମେଗାହର୍ଜ ସ୍ପେକ୍ଟ୍ରମ

ନୂଆଦିଲ୍ଲୀ: ୭୦୦ ମେଗାହର୍ଜ ବ୍ୟାଣ୍ଡରେ ରେଲଓ୍ବେକୁ ୫ ମେଗାହର୍ଜ ସ୍ପେକ୍ଟ୍ରମ ପ୍ରଦାନ ସଂକ୍ରାନ୍ତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ଏଭଳି ପଦକ୍ଷେପ...

ମଲ୍‌ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ଏସ୍‌ସିଏଆଇ

ଭୁବନେଶ୍ୱର: କରୋନା ମହାମାରୀରେ ନିୟନ୍ତ୍ରଣ ଓ ସୁରକ୍ଷିତ ଭାବେ ମଲ୍‌ଗୁଡ଼ିକୁ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପ୍ରଦାନ ପାଇଁ ଶପିଂ ସେଣ୍ଟର ଆସୋସିଏଶନ ଅଫ୍‌ ଇଣ୍ଡିଆ...

ଏନ୍‌ଟିପିସି ଭାରତର ଶ୍ରେଷ୍ଠ ନିଯୁକ୍ତିଦାତା

ଭୁବନେଶ୍ୱର: ଦେଶର ଅଗ୍ରଣୀ ନବରତ୍ନ କମ୍ପାନୀ ନ୍ୟାଶନାଲ ଥର୍ମାଲ ପାୱାର କର୍ପୋରେଶନ(ଏନ୍‌ଟିପିସି)କୁ ପ୍ରଥମ ଥର ପାଇଁ ୨୦୨୧-ରାଷ୍ଟ୍ର ନିର୍ମାତାଙ୍କ ମଧ୍ୟରେ ସର୍ବଶ୍ରେଷ୍ଠ ନିଯୁକ୍ତିଦାତାର ସମ୍ମାନ ମିଳିଛି।...

ଡିଏପି ସାର ସବ୍‌ସିଡି ୭୦୦ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ,୧୭।୬:  କେନ୍ଦ୍ର ସରକାର ଡିଏପି ସାର ଉପରେ ବ୍ୟାଗ୍‌ ପିଛା ସବ୍‌ସିଡିକୁ ୭୦୦ ଟଙ୍କା ବଢ଼ାଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ...

ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ

ନୂଆଦିଲ୍ଲୀ:  କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ପ୍ରୋତ୍ସାହିତ କରିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅସତ୍ୟକୁ ହାମ୍ବୁଡୁଛି
Next Post Next post:
ଆଜି ପହିଲି ରଜ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts