ନୂଆଦିଲ୍ଲୀ: କୋଲ୍ ଇଣ୍ଡିଆ ଏହାର ଅଂଶୀଦାରଙ୍କୁ ୨୦ରୁ ୨୫ ପ୍ରତିଶତ ଅତିରିକ୍ତ ଡିଭିଡେଣ୍ଡ ଦେଇପାରେ। ସୋମବାର ହେବାକୁ ଥିବା କମ୍ପାନୀର ବୋର୍ଡ ବୈଠକରେ ଏ ନେଇ ଘୋଷଣା ହୋଇପାରେ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ବରିଷ୍ଠ ଅଧିକାରୀ ନାମ ଗୋପନ ରଖି ସୂଚନା ଦେଇଛନ୍ତି। ୨୦୨୦-୨୧ ଆର୍ଥତ୍କ ବର୍ଷ ୪ର୍ଥ ତ୍ରୈମାସ ଆର୍ଥତ୍କ ଫଳାଫଳ ସମ୍ପର୍କରେ ଏଠାରେ ମଧ୍ୟ ଘୋଷଣା କରାଯିବ। ଗତ ଆର୍ଥତ୍କ ବର୍ଷ ଲାଗି ଉତ୍ପାଦନ ଏବଂ ଡେସପାଚ୍ ଲକ୍ଷ୍ୟ ହାସଲ କରିବାରେ କମ୍ପାନୀ ବିଫଳ ହୋଇଛି। ମାତ୍ର ୧୩ ହଜାର କୋଟି ଟଙ୍କାର ସଂଶୋଧିତ ପୁଞ୍ଜି ବ୍ୟୟ ଲକ୍ଷ୍ୟକୁ କମ୍ପାନୀ ହାସଲ କରିବାକୁ ସକ୍ଷମ ହୋଇଛି। ଅଧିକାରୀ ଜଣକ କହିଛନ୍ତି, ଲାଭାଂଶର ଏକ ଅଂଶ ଘୋଷଣା କରିବାକୁ ପ୍ରୟାସ ହୋଇପାରେ। ପୂର୍ବରୁ ହୋଇଥିବା ଅନ୍ତରୀଣ ଲାଭାଂଶଠାରୁ ଏହା କମ୍ ହୋଇପାରେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.