ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବରିଷ୍ଠ ଅମଲାତନ୍ତ୍ରୀ ବିଷ୍ଣୁପଦ ସେଠୀଙ୍କ ଇଂଲିଶ କବିତା ସଙ୍କଳନ ‘ବିୟଣ୍ଡ ହିୟର୍ ଆଣ୍ଡ୍ ଅଦର ପୋଏମ୍ସ’କୁ ଉନ୍ମୋଚନ କରିଛନ୍ତି। ଏଥିରେ ୬୧ଟି କବିତା ସ୍ଥାନିତ ହୋଇଛି। ନୂଆଦିଲ୍ଲୀର ହର୍ ଆନନ୍ଦ ପ୍ରକାଶନୀ ପକ୍ଷରୁ ଏହାକୁ ପ୍ରକାଶ କରାଯାଇଛି। ଜୀବନର ଅଭିଜ୍ଞତା କବିତାଗୁଡ଼ିକରେ ପ୍ରତିଫଳିତ ହେବା ସହିତ ମୃତ୍ୟୁର ଅନୁଭବ ଏବଂ ଦାର୍ଶନିକ ଅଭିବ୍ୟକ୍ତିକୁ କବି ଏଥିରେ ଅତି ସାବଲୀଳ ଢଙ୍ଗରେ ଶବ୍ଦାୟିତ କରିଛନ୍ତି। ଏହା ବହୁବିଧ ଜୀବନର ରଙ୍ଗ ଓ ପରିଧି ବାହାରକୁ ଯାଇପାରିଛି। ପ୍ରଖ୍ୟାତ ଲେଖକ ହରପ୍ରସାଦ ଦାସ ୧୬୧ ପୃଷ୍ଠା ସମ୍ବଳିତ ଏହି ପୁସ୍ତକର ମୁଖବନ୍ଧ ଲେଖିଥିବାବେଳେ ଖ୍ୟାତନାମା ଚିତ୍ରକର ଗଜେନ୍ଦ୍ର ସାହୁ ପ୍ରଚ୍ଛଦପଟ ଡିଜାଇନ୍ କରିଛନ୍ତି।
ବୟସ୍କ, ଦିବ୍ୟାଙ୍ଗଙ୍କ ପାଇଁ ‘ନିଅର ଟୁ ହୋମ୍ ଟିକାକରଣ କେନ୍ଦ୍ର’
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ଘର ନିକଟରେ ଟିକାକରଣ କେନ୍ଦ୍ର ବା ନିଅର ଟୁ ହୋମ୍ ଟିକାକରଣ କେନ୍ଦ୍ର (ଏନ୍ଏଚ୍ସିଭିସି) କରିବାକୁ କେନ୍ଦ୍ର...
୮ ଦିନର ବିବାହରେ ଏମିତି କ’ଣ ହେଲା
ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର...
ବିଦେଶରେ ମୟୂରଭଞ୍ଜ ଛତୁ
ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍ ଚାହିଦା ରହଛି।...
ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ...
ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା
ଭୁବନେଶ୍ବର,୧୮।୬: ରାଜ୍ୟର ୧୦ରୁ ଊର୍ଦ୍ଧ୍ୱ ଜିଲାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ...
ଆଜି ୬ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଲଘୁଚାପ ଓ ମୌସୁମୀ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୨୫.୪ ମି.ମି. ବର୍ଷା ରେକର୍ଡ...
ସଂକ୍ରମିତ ଶିଶୁଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଛି। ସେପ୍ଟେମ୍ବର କିମ୍ବା ଅକ୍ଟୋବର ବେଳକୁ ତୃତୀୟ...
ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...


