E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପୁଅ ନ ହେବାରୁ ମା’ ଝିଅଙ୍କୁ ଦେଢ଼ ବର୍ଷ ବନ୍ଦୀ କରି ରଖିଥିଲେ ସ୍ବାମୀ
7:26 pmJune 3, 2021

ମୁମ୍ବାଇ, ୩।୬: ୪୧ ବର୍ଷୀୟା ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ସହ ୩ ଝିଅଙ୍କ ସହ ଘରେ ବନ୍ଦୀ କରି ରଖିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ମହାରାଷ୍ଟ୍ରର ସୋଲାପୁର ଜିଲାରୁ ଗୁରୁବାର ସାମ୍ନାକୁ ଆସିଛି ଏଭଳି ଘଟଣା।

ଅଭିଯୁକ୍ତ ସ୍ବାମୀ ନ ଥିବାବେଳେ ସ୍ତ୍ରୀ ବାଲ୍‌କୋନିରୁ ସାହାଯ୍ୟ ପାଇଁ ଚିଠି ଫୋପାଡ଼ିଥିଲେ, ଯାହାକୁ ପାଇଥିଲେ ସ୍ଥାନୀୟ ମହିଳା। ଏ ସମ୍ପର୍କରେ ଜାଣିବା ପରେ ପୋଲିସ ଘର ଉପରେ ଚଢ଼ାଉ କରି ମହିଳା ଓ ତାଙ୍କ ୩ ଝିଅଙ୍କୁ ଉଦ୍ଧାର କରିଛି। ୩୭୬ ଦଫା (ବଳାତ୍କାର) ଓ ବଳପୂର୍ବକ ଅଟକ ରଖିବା ଭଳି ମାମଲା ରୁଜୁ କରି ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ପୁଅ ନ ହେବାରୁ ଦେଢ଼ ବର୍ଷ ହେଲା ପୀଡ଼ିତାଙ୍କୁ ବଳପୂର୍ବକ ଘରେ ବନ୍ଦୀ ପ୍ରାୟ ରଖିଥିଲେ। ସ୍ବାମୀ ଯୌନ ନିର୍ଯାତନା ଦେବା ସହ ବହୁବାର ଗର୍ଭପାତ କରାଇଥିବା ମହିଳା ଜଣକ ଅଭିଯୋଗରେ ଦର୍ଶାଇଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି

ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ...

ୟୁପିରେ ଲଗାଣ ବର୍ଷା ସାମ୍ନାକୁ ଆଣିଲା ଆଉ ଏକ କବରସ୍ଥାନ

ଲକ୍ଷ୍ନୌ, ୨୪।୬: ମୌସୁମୀ ବର୍ଷା ଯୋଗୁ ବୃଦ୍ଧିପାଇଛି ଗଙ୍ଗାନଦୀର ଜଳସ୍ତର। ଏଥି ଯୋଗୁ ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଲୁକାୟତ ଥିବା ଆଉ ଏକ କବରସ୍ଥାନ।...

ସେପ୍ଟେମ୍ବରରେ ନୋଭାଭାକ୍ସ

ନୂଆଦିଲ୍ଲୀ, ୧୮।୬:ଆମେରିକୀୟ ବାୟୋଟେକ୍‌ନୋଲୋଜି କମ୍ପାନୀ ନୋଭାଭାକ୍ସ ପ୍ରସ୍ତୁତ କରିଥିବା କୋଭିଡ୍‌ ଟିକା ୯୦ ପ୍ରତିଶତ ଫଳପ୍ରଦ ଏବଂ ନିରାପଦ ବୋଲି ପ୍ରାରମ୍ଭିକ ଫଳାଫଳରୁ ସ୍ପଷ୍ଟ ହୋଇଛି।...

ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…

କୋଲକାତା,୨୬।୬: ନକଲି ଭାକ୍ସିନ୍‌ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ...

ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ

ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର...

ଭୁଲ୍‌ ସ୍ବୀକାର କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୬।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ନିଜର ଏକ ଭୁଲ୍‌କୁ ସ୍ବୀକାର କରିଛନ୍ତି। ୨୦୧୯ରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ...

କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍‌ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଓଡ଼ିଶା: ଆଜିର ଫଟୋ (ଜୁନ ୩, ୨୦୨୧)
Next Post Next post:
କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଏମିତି ଟୁଇଟ୍‌ କଲେ ଗମ୍ଭୀର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts