ନୂଆଦିଲ୍ଲୀ,୯।୬। କଂଗ୍ରେସକୁ ପୁଣି ଲାଗିପାରେ ଝଟ୍କା। ଜ୍ୟୋର୍ତିଆଦିତ୍ୟ ସିନ୍ଧିଆଙ୍କ ପରେ ଏବେ ଦଳ ଛାଡିଆପାରନ୍ତି ଆଉ ଜଣେ ହେବିଓ୍ବେଟ୍। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତିନ ପ୍ରସାଦ ବୁଧବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ତାଙ୍କୁ ଦଳର ସଦସ୍ୟତା ପ୍ରଦାନ କରିବେ ବୋଲି ଜଣାପଡିଛି। ଏହାପୂର୍ବରୁ ଜିତିନ ପ୍ରସାଦ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଘରେ ପହଞ୍ଚିଛନ୍ତି। ସୂଚନାଯୋଗ୍ୟ,ଭାଜପା ନେତା ଅନିଲ ବାଲୁନି ଟୁଇଟ୍ ଯୋଗେ କହିଛନ୍ତି ଯେ, ଆଜି ଜଣେ ବଡ଼ ନେତା ଭାଜପା ମୁଖ୍ୟାଳୟରେ ଦଳରେ ଦିନ ୧ରେ ସାମିଲ ହେବେ।
ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା
କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ...
ଭାକ୍ସିନ୍ ନେଇ ଜୀବନ ଗଲେ କ୍ଷତି ପୂରଣ ଦେବନି କମ୍ପାନୀ: ମର୍ଡନା-ଫାଇଜର ପରେ ଏବେ ଦାବି କଲା ସେରମ୍…
ନୂଆଦିଲ୍ଲୀ,୩।୬:ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...
ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା
ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍ କରି କହିଛନ୍ତି ଯେ...
ବ୍ଲାକ୍ ଫଙ୍ଗସ୍ ଔଷଧ ଟିକସ ମୁକ୍ତ
ନୂଆଦିଲ୍ଲୀ, ୧୨।୬: ବ୍ଲାକ୍ ଫଙ୍ଗସ୍ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍ଟି କାଉନସିଲ ବୈଠକ ପରେ ରେମ୍ଡେସିଭିର ଭଳି କୋଭିଡ୍-୧୯ ଔଷଧ ଏବଂ...
ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ...
ଶୁଭେନ୍ଦୁଙ୍କଠାରୁ ହାର୍ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍ ୨୪ ଶୁଣାଣି
କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ...
ମଦ ପିଇ ବାହା ହେବାକୁ ଆସିଥିଲେ ବର, କନ୍ୟା ନେଲେ ବଡ଼ ନିଷ୍ପତ୍ତି
ଲକ୍ଷ୍ନୌ,୭ା୬: ଉତ୍ତରପ୍ରଦେଶର ପ୍ରତାପଗଡ଼ର ଜଣେ ବର ମଦ ପିଇ ବିବାହ ପାଇଁ କନ୍ୟା ଘରେ ପହଞ୍ଚିବା ଭାରି ପଡ଼ିଛି। ବରକୁ ଏପରି ଅବସ୍ଥାରେ ଦେଖି କନ୍ୟା...
ସୋନିଆଙ୍କୁ ଭେଟିଲେ ଷ୍ଟାଲିନ
ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍କେ-କଂଗ୍ରେସ...


