ଭୁବନେଶ୍ୱର,୩।୬: କୋରାପୁଟ ଏମ୍ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ବୈଦେଶିକ, ଅର୍ଥନୀତି ଏବଂ ସୁରକ୍ଷା ନୀତିର ସମୀକ୍ଷା ପାଇଁ ୨୦୨୦ରେ କଂଗ୍ରେସ ଅଧ୍ୟକ୍ଷା ତିନୋଟି କମିଟି ଗଠନ କରିଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏହି ସମସ୍ତ କମିଟିର ଅଧ୍ୟକ୍ଷ ରହିଥିଲେ। ଅର୍ଥନୈତିକ ପ୍ରସଙ୍ଗରେ ଗଠିତ କମିଟିରେ ପି. ଚିଦମ୍ବରମ, ମଲ୍ଲିକାର୍ଜୁନ ଖାଡଗେ ଓ ଦିଗ୍ବିଜୟ ସିଂହ ସଦସ୍ୟ ରହିଥିବା ବେଳେ ଜୟରାମ ରମେଶ ଆବାହକ ଭାବେ ରହିଥିଲେ।
ସେହିଭଳି ବୈଦେଶିକ ବ୍ୟାପାର କମିଟିରେ ଆନନ୍ଦ ଶର୍ମା, ଶଶୀ ଥରୁର୍ ଓ କୋରାପୁଟର ଏମ୍ପି ସପ୍ତଗିରି ଉଲାକାଙ୍କୁ ସ୍ଥାନ ମିଳିଥିଲା। ସପ୍ତଗିରିଙ୍କୁ ନୂଆ ଦାୟିତ୍ୱ ତାଙ୍କ ପାଇଁ ବେଶ ଗୁରତ୍ୱପୂର୍ଣ୍ଣ ରହିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.