ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଂଗ୍ରେସ ତରଫରୁ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦର ବୃଦ୍ଧି, ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ସାଙ୍ଗକୁ ଆର୍ଥିକ ମାନ୍ଦା ଅବସ୍ଥା ଓ ବେକାରୀ ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ବ୍ଲକ କଂଗ୍ରେସ ତରଫରୁ ତୁରୁମୁଙ୍ଗା ପେଟ୍ରୋଲ ପମ୍ପ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ବ୍ଲକ କଂଗ୍ରେସ ସଭାପତି ଶତ୍ରୁଘ୍ନ ସିଂହ, ବରିଷ୍ଟ କଂଗ୍ରେସ ନେତା କୌଳାସ ଚନ୍ଦ୍ର ବାରିକ, ବ୍ରଜବନ୍ଧୁ ନାଏକ ମାନସ ସାହୁ ପ୍ରମୁଖ ସାମିଲ ହୋଇଥିଲେ।
Posted inଆମ ଜିଲା ଖବର, କେନ୍ଦୁଝର View All
ନଦୀଭିତ୍ତିକ ବନ୍ଦର ସ୍ବପ୍ନ
କେନ୍ଦ୍ରାପଡ଼ା ଅଫିସ, ୧୪।୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପବ୍ଲିକ୍-ପ୍ରାଇଭେଟ୍-ପାର୍ଟନରଶିପ୍ (ପିପିପି) ମୋଡ୍ରେ...
ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର
ଝାରସୁଗୁଡା ଅଫିସ୍,୨୩।୬: ଝାରସୁଗୁଡା ସଦର ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ ଏଚ୍ କଂଟାପାଲି ଛକରେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଚାଳକଙ୍କ...
ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ
ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି।...
ଜଗତ୍ସିଂହପୁର ଉପକାରାଗାର ଅସୁରକ୍ଷିତ
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି) ରହିଛି। ଏହା ନିକଟରେ ସର୍ବସାଧାରଣଙ୍କ...
ଗୋଟିଏ ଜୁଇରେ ୧୦ କୋଭିଡ୍ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା
କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ...
ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ
ଖଇରା,୧୦।୬(ଡି.ଏନ୍.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ...
ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ
ଛତ୍ରପୁର,୨୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍ ଥିବାରୁ ଜିଲା ଗ୍ରୀନ୍ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨...
ଚିନ୍ତା ଘାରିଲେ ବି ପ୍ରତିକାର ଶୂନ
ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ...


